୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୋଳ ଜିଲାରେ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ଯୋଗୁ ପାଣି ଜମିବା ସହ କିଛି ଜାଗାରେ ଆକସ୍ମିକ ବନ୍ୟା ନେଇ ଆଶଙ୍କା କରାଯାଇଛି। ସେହିପରି ୯ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଉକ୍ତ ଜିଲା ଗୁଡିକ ହେଲା କେନ୍ଦୁଝର, ଦେବଗଡ଼, ସମ୍ବଲପୁର, କନ୍ଧମାଳ, ପୁରୀ, କଳାହାଣ୍ଡି, ଖୋର୍ଦ୍ଧା, ମାଲକାନଗିରି ଓ କୋରାପୁଟ। ଏହି ଜିଲା ଗୁଡିକରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା, କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ବିଜେଡି

ଭୁବନେଶ୍ବର, ୨୯।୪(ବ୍ୟୁରୋ): ମହାନଦୀ ହେଉଛି ଓଡ଼ିଶାର ଜୀବନରେଖା। କୋଟି କୋଟି ଚାଷୀ ଏବଂ ମତ୍ସ୍ୟଜୀବୀ ସେମାନଙ୍କ ଜୀବନ ଜୀବିକା ପାଇଁ ଏହା ଉପରେ ନିର୍ଭରଶୀଳ। ମହାନଦୀ...

ଲଗାଣ ବର୍ଷା: ସ୍କୁଲରେ ଉପସ୍ଥାନ ଶୂନ

କଟକ ଅଫିସ,୭।୭- ଲଗାଣ ବର୍ଷା ଯୋଗୁ କଟକ ସହର ଜଳାର୍ଣ୍ଣବ ହୋଇଛି। ବିଶେଷକରି ଏହାର ପ୍ରଭାବ ପାଠପଢା ଉପରେ ପଡିଛି। ଶନିବାର ବର୍ଷାଯୋଗୁ ସହରର ସମସ୍ତ...

ଗାଁର ନାଁ କାମାରଗୁଡା: ୮କିମି ଗଲେ ଡାକ୍ତରଖାନା, ୧୫ କିମି ଗଲେ ପଞ୍ଚାୟତ କାର୍ଯ୍ୟାଳୟ

ଏମଭି ୭୯,୧୨ା୭: ମାଲକାନଗିରି ଜିଲା କାଲିମେଳା ବ୍ଲକ ପଶୁଗୁ ପଞ୍ଚାୟତର ଜିନେଲଗୁଡାଠାରୁ ୪ କିମି ଦୂରରେ ରହିଛି ଆଦିବାସୀ ଗାଁ କାମାରଗୁଡା। ସ୍ବାଧୀନତାର ଦୀର୍ଘ ବର୍ଷ...

ହାଇକୋର୍ଟରେ ଗୋଳନ୍ଥରା ହାଜତ ମୃତ୍ୟୁ

କଟକ ଅଫିସ, ୧୧।୫: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ଘଟଣାରେ ସୋମବାର ଭାରତୀୟ ବିକାଶ ପରିଷଦର ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ହାଇକୋର୍ଟରେ ଏକ...

ଏଥର କମିପାରେ ଯୁକ୍ତ୨ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ମେ’ ୨୯ ସୋମବାର ପୂର୍ବାହ୍ନ ୧୧ଟାରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି। ଛାତ୍ରୀଛାତ୍ର ମନ ପସନ୍ଦର କଲେଜରେ ନାମ ଲେଖାଇବା ପାଇଁ...

ଜୁଆଣିଆ ପଞ୍ଚାୟତରେ ୧ କୋଟି ଦୁର୍ନୀତି ଅଭିଯୋଗ

ଆଳି,୫ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଜୁଆଣିଆ ପଞ୍ଚାୟତରେ ବିକାଶ ନାମରେ ଆସୁଥିବା ଅର୍ଥ ତୋସରପାତ ହୋଇଥିବା ନେଇ ଅଭିଯୋଗ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ଜୁଆଣିଆ...

ଲକ୍‌ଡାଉନ୍‌ରେ ଦୋକାନ, ଗାଁଠାରୁ ଜରିମାନା ଆଦାୟ

ପଦ୍ମପୁର, ୧୪।୪(ଡି.ଏନ.ଏ.): ଦେଶରେ କରୋନା ମହାମାରୀ ପାଇଁ ଓ ଲକ୍‌ଡାଉନ୍‌ ଜାରି ରହିଛି। ଏଭଳି ସ୍ଥିତିରେ କିଛି ଅସାଧୁ ବ୍ୟବସାୟୀ ଗ୍ରାହକଙ୍କଠାରୁ ଅଧିକ ଦାମ୍‌ରେ ଜିନିଷ...

ଲକ୍ଷ୍ୟରୁ ଦୂରେଇଛି ଜୀବନ୍ତଖାଦ୍ୟ ପ୍ରଜନନ କେନ୍ଦ୍ର

ବାରଙ୍ଗ,୩।୮(ଡି.ଏନ୍‌.ଏ.): ନନ୍ଦନକାନନର ଶେଷଭାଗ ୧ନଂ ଫାଟକ ପାଖରେ ରହିଛି ଜୀବନ୍ତଖାଦ୍ୟ ପ୍ରଜନନ କେନ୍ଦ୍ର। ଏହି କେନ୍ଦ୍ର ଉପରେ ନନ୍ଦନକାନନର ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପ୍ରାଣୀ...

Advertisement
Archives

Model This Week