ତାତିରୁ ତ୍ରାହି, ଆଶ୍ୱସ୍ତି ଆଣିଲା ବର୍ଷା

ଭୁବନେଶ୍ୱର,୭ା୪: କିଛିଦିନ ଧରି ସାରା ରାଜ୍ୟରେ ପ୍ରଚଣ୍ଡ ତାତି ଅନୁଭୂତ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱର ମଧ୍ୟ ତତଲା କଡ଼େଇରେ ସିଝିଥିଲା। ତେବେ ରବିବାର ଅପରାହ୍ନରେ ରାଜଧାନୀର ଅନେକ ସ୍ଥାନରେ ବର୍ଷା ହୋଇଛି। ପ୍ରବଳ ଘଡ଼ଘଡ଼ି ସହ ବଜ୍ରପାତ ମଧ୍ୟ ହୋଇଛି। ତାତି ପରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି।

ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୬ ଡିଗ୍ରୀ ଟପିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri