ଦାରିଙ୍ଗବାଡ଼ି ଅଞ୍ଚଳରେ ଝିପିଝିପି ବର୍ଷା: ଚିନ୍ତାରେ ଚାଷୀ

ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାଣିପାଗରେ ପରିବର୍ତ୍ତନ ଆସିଛି। ସୋମବାର ଭୋର ସମୟରୁ ଝିପିଝିପି ବର୍ଷା ଲାଗିରହିଥିବା ସହ ପ୍ରବଳ ଶୀତ ଅନୁଭୂତ ହୋଇଛି। ରାତ୍ରକାଳୀନ ଥଣ୍ଡାରେ ହ୍ରାସ ପାଇଥିବା ବେଳେ ଦିନରେ କୋହଲା ପାଗ ଓ ମେଘୁଆ ପାଗ ଯୋଗୁ ଶୀତ ଦ୍ବିଗୁଣିତ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୧. ୦୫ ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ସେପଟେ ହଠାତ୍‌ କାରଣରୁ ଧାନଚାଷୀଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ଏବେ ଅଞ୍ଚଳରେ ଧାନକଟା ଚାଲିଥିବା ବେଳେ ଅନେକ ଚାଷୀଙ୍କ କ୍ଷେତରେ ଧାନ କଟାଯାଇ ପଡ଼ିଛି। ଅମଳ କାର୍ଯ୍ୟ ସରିନାହିଁ ଫଳରେ କ୍ଷେତରୁ ସୁରକ୍ଷିତ ସ୍ଥାନକୁ ଚାଷୀ ଅମଳ ଧାନ ଓ କଟାଯାଇ ରଖାଯାଇଥିବା ଧାନବିଡ଼ାକୁ ନେବାକୁ ଉଦ୍ୟମ କରୁଥିବା ବାଡ଼ାବାଙ୍ଗା ପଞ୍ଚାୟତ ପଦ୍ମପଲିର ଧାନଚାଷୀ ସୁରଞ୍ଜନ ପ୍ରଧାନ କହିଛନ୍ତି ହଠାତ ବର୍ଷା ଯୋଗୁ ଚାଷୀକୁଳ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ।…

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….

କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri