Rain in Odisha: ୨ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ବଜ୍ରପାତ ସହ ବର୍ଷା, ୧୦ଜିଲାରେ ଛେଚିବ!

ଭୁବନେଶ୍ୱର,୧୬।୨: ରାଜ୍ୟରେ ବର୍ଷା ଆଲର୍ଟ। ଆସନ୍ତା ୧୯ ଓ ୨୦ରେ ରାଜ୍ୟରେ ହାଲୁକା ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ହାଲୁକା ବର୍ଷା ସହ କିଛି ସ୍ଥାନରେ ବିଜୁଳି, ଘଡ଼ଘଡି ହେବାର ସମ୍ଭାବନା ମଧ୍ୟ ରହିଛି।

Weather Update on Odisha: ୧୯ ତାରିଖରେ ୧୦ ଜିଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷାନେଇ ଆଲର୍ଟ କରାଯାଇଛି। ସେଗୁଡିକ ହେଲା ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ହାଲୁକା ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri