ପହିଲି ରଜରେ ବର୍ଷା, ଏସବୁ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୪।୬: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ରଜ ଉତ୍ସବ । ସବୁଠି ଉତ୍ସବର ମାହୋଲ । ଏହାରି ଭିତରେ ରାଜ୍ୟରେ କେଉଁଠି ରଜ ପାଗ ତ କେଉଁଠି ଟାଣ ଖରା ଦେଖିବାକୁ ମିଳିଛି। ଚଳିତ ମାସ ୧୭ ଓ ୧୮ରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀ ଏବେ କୋରାପୁଟରେ ସକ୍ରିୟ ରହିଛି। ଆଜି ଉପକୂଳରେ ପ୍ରାକ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି ପାଣିପାଗ ବିଭାଗ ସୂଚନା ଦେଇଛି।

ଶୁକ୍ରବାର ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ମାଲକାନାଗିରି, ନୂଆପଡ଼ା, ନୂଆପଡ଼ାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ। ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଜିଲାରେ ମଧ୍ୟ ବର୍ଷା ହେବ । ଏହାସହ କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ,କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

୧୫ ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ନେଇ ସୂଚନା ଦେଇଛି ବିଭାଗ। ଗ୍ରୀଷ୍ମ ପ୍ରବାହ ସାମାନ୍ୟ କମିବା ସହ ବର୍ଷା ହେବ। ୧୬ ତାରିଖରେ କୋରାପୁଟ, ନବରଙ୍ଗପୁର, ରାୟଗଡା ଓ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri