ଟୁଇନ୍‌ ସିଟିରେ କଳାହାଣ୍ଡିଆ ବର୍ଷା

ରାଜ୍ୟ,୧୫।୪: ଟୁଇନ୍‌ ସିଟିରେ କଳାହାଣ୍ଡିଆ ବର୍ଷା। କାଳବୈଶାଖୀ ରଚିଲା ତାଣ୍ଡବ। ଭୁବନେଶ୍ବର ଓ କଟକରେ ବର୍ଷା ସାଙ୍ଗକୁ ପବନ ହୋଇଛି। ସକାଳୁ ଖରା ପରେ ଅପରାହ୍ନ ନିର୍ଧୁମ ବର୍ଷା।

ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ କାଳବୈଶାଖୀଜନିତ ଝଡ଼ବର୍ଷା ଲାଗିରହିବ। ସୋମବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲାରେ ବର୍ଷା ହୋଇଛି।

ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟର ପ୍ରାୟ ୫ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ନବୀନଙ୍କୁ ପରାମର୍ଶ: ନିର୍ଦ୍ଦିଷ୍ଟ ବରିଷ୍ଠ ନେତାଙ୍କୁ ଜାଣିକି ଦଳରୁ ଦୂରାଅନି

ଭୁବନେଶ୍ୱର, ୨୨ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଦାୟିତ୍ୱ ନେବା ପରେ ଦଳର ରାଜ୍ୟ କମିଟିଗୁଡ଼ିକର ରୂପରେଖ କିପରି...

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦...

କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍‌ ଭ୍ୟାନ୍‌କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ

କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍‌ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ...

କଲେଜରେ ଭଉଣୀଙ୍କୁ ଛାଡ଼ି ଫେରୁଥିଲେ: ବାଇକ୍‌ ସହ ଧକ୍କା ପରେ ଚାପିଦେଲା ହାଇଓ୍ବା, ଯୁବକ ମୃତ…

ତିହିଡି଼,୨୨।୪(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାସ୍ତାର ବିନ୍ଧାବଜାରଠାରୁ କିଛି ଦୂରରେ ମଙ୍ଗଳବାର ସକାଳ ସାଢେ ୮ଟା ସମୟରେ ଏକ ହାଇୱା ତଳେ ଚାପିହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି...

ପୋପ୍‌ ଫ୍ରାନ୍ସିସ୍‌ଙ୍କ ବିୟୋଗ: ରାଜ୍ୟ ପାଳିବ ୩ ଦିନିଆ ଶୋକ

ଭୁବନେଶ୍ୱର,୨୨।୪: ରୋମାନ କାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କର ବିୟୋଗରେ ରାଜ୍ୟ ୩ ଦିନିଆ ଶୋକ ପାଳିବ। ଏପ୍ରିଲ ୨୨ (ମଙ୍ଗଳବାର) ଏବଂ ଏପ୍ରିଲ...

କିଏ ସେ ୫ ନେତା ଯିଏକି ବିଜେଡିକୁ ବୁଡାଇଦେବେ? ଅମରେଶଙ୍କ ବୟାନକୁ ନେଇ ରାଜନୀତିରେ ହଲଚଲ

ଭୁବନେଶ୍ୱର.୨୨।୪: ଥମିବାର ନାଁ ନେଉନାହିଁ ବିଜେଡି କନ୍ଦଳ। ଏବେ ବିଜେଡି କଳିକୁ ନେଇ ବରିଷ୍ଠ ନେତା ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ଦଳର ୪...

ଘରୋଇ ଆବାସିକ କଲେଜରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଶୋଇଥିବା ଅବସ୍ଥାରେ…

କେନ୍ଦୁଝର,୨୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ମାଇନିଂ ରୋଡ ସ୍ଥିତ ଗାୟତ୍ରୀ କଲେଜରେ ପଢୁଥିବା ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri