Posted inଖେଳ

ବର୍ଷା: ରିଜର୍ଭ ଦିବସରେ ଆଇପିଏଲ୍‌ ଫାଇନାଲ

ଅହମଦାବାଦ, ୨୯।୫ :ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ବର୍ଷା ଯୋଗୁ ରବିବାର ସମ୍ଭବ ହୋଇନାହିଁ। କ୍ରମାଗତ ବର୍ଷା ଲାଗି ରହିବାଦ୍ୱାରା ଏହା ରିଜର୍ଭ ଦିବସ ସୋମବାର ଖେଳାଯିବାକୁ ନିଷ୍ପତ୍ତି ହୋଇଛି। ଲିଗ୍‌ ଇତିହାସରେ ପ୍ରଥମଥରପାଇଁ ଏପରି ହେବାକୁ ଯାଉଛି। ଚେନ୍ନାଇ ସୁପରକିଙ୍ଗ୍ସ ଓ ଗୁଜରାଟ ଟାଇଟନ୍ସ ମଧ୍ୟରେ ଫାଇନାଲ ଅନୁଷ୍ଠିତ ହେବ। ବର୍ଷା ଯୋଗୁ ଟସ୍‌ ପଡ଼ିପାରି ନ ଥିଲା ଏବଂ ପିଚ୍‌କୁ କଭର କରି ରଖା ଯାଇଥିଲା। କିଛି ସମୟ ବର୍ଷା ଛାଡ଼ିଥିବାବେଳେ ସୁପର ସପ୍ପର ମାଧ୍ୟମରେ ପଡ଼ିଆକୁ ଶୁଖାଯିବାକୁ ଉଦ୍ୟମ କରାଯାଇଥିଲା। ମାତ୍ର ପୁଣି ବର୍ଷା ଆରମ୍ଭ ହୋଇ ଯାଇଥିଲା। କଟ୍‌ଅଫ୍‌ ଟାଇମ୍‌ ରାତି ୧୨ଟା ୬ଟା ସୁଦ୍ଧା ଯଦି ଖେଳ ସମ୍ଭବ ହୁଏ ତେବେ ୫ ଓଭର ବିଶିଷ୍ଟ ମ୍ୟାଚ ପାଇଁ ନିଷ୍ପତ୍ତି ହୋଇଥିଲା। ମାତ୍ର ତାହା ମଧ୍ୟ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri