ବାଧକ ସାଜିଛି ବର୍ଷା: କାମଧନ୍ଦାକୁ ବାହାରି ପାରୁନାହାନ୍ତି ଲୋକେ

ଦାରିଙ୍ଗବାଡ଼ି,୨୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ୧୦ ଦିନରୁ ଊର୍ଦ୍ଧ୍ୱ ହେଲା ଲଘୁଚାପ ଜନିତ ବର୍ଷା ପାଇଁ ସୂର୍ଯ୍ୟଦେବଙ୍କୁ ଦେଖିପାରୁନାହାନ୍ତି ଲୋକେ। ବର୍ଷା ପ୍ରଭାବରେ ଲୋକଙ୍କ କାମଧନ୍ଦା ବନ୍ଦ ହୋଇଯାଇଛି। ଅନେକ ଶ୍ରମିକ, ଦିନ ମଜୁରିଆଙ୍କ ଅବସ୍ଥା ଶୋଚନୀୟ ହୋଇପଡ଼ିଛି।

ସରକାର ଯୋଗାଉଥିବା ଚାଉଳ ନିଅଣ୍ଟିଆ ପଡ଼ିଲାଣି ସମସ୍ତଙ୍କ ମନରେ ଚିନ୍ତା ବଢ଼ିବାରେ ଲାଗିଛି। ଗରୀବ ରେଖା ତଳେ ରହୁଥିବା ଲୋକଙ୍କ ଅବସ୍ଥା ଶୋଚନୀୟ ହୋଇପଡ଼ିବା ସହ ପନିପରିବା ଚାଷୀଙ୍କଠାରୁ ଆରମ୍ଭ କରି କ୍ଷୁଦ୍ର ଦାନା ଚାଷୀ ଓ ଧାନ ଚାଷୀଙ୍କ ମଧ୍ୟରେ ଚିନ୍ତା ବୃଦ୍ଧି ପାଇଛି ଏହି ଦିନରେ ବିନ ସମେତ ବାଇଗଣ, ମକା, ଭେଣ୍ଡି, ଟମାଟୋ, ପୋଟଳ, ଜହ୍ନି ଭଳି ପରିବା ଚାଷୀ ଅମଳ କରି ବଜାରରେ ବିକ୍ରି କରି ପରିବାର ପ୍ରତିପୋଷଣ କରୁଥିବା ବେଳେ କିନ୍ତୁ ତୁହାକୁ ତୁହା ବର୍ଷା ପନିପରିବା ଚାଷକୁ ନଷ୍ଟ କରିବା ସହ ରୋଗପୋକ ଲାଗିବା ଆରମ୍ଭ ହୋଇଯାଇଥିବା ବେଳେ ବିନ୍‌ ଚାଷ ପ୍ରାୟ ନଷ୍ଟ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତ

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ  କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri