Posted inଖେଳ

ଆଶଙ୍କା ବଢାଇଲା ବର୍ଷା

ସାଉଥାମ୍ପଟନ,୨୧।୬: ସ୍ଥାନୀୟ ରୋଜ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ରେ ବର୍ଷା ଖଳନାୟକ ସାଜିଛି। ପ୍ରଥମ ଦିବସ ଭଳି ଚତୁର୍ଥ ଦିବସର ଖେଳ ମଧ୍ୟ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ଭାବେ ଧୋଇଯାଇଛି। ସକାଳୁ ବର୍ଷା ଆରମ୍ଭ ହୋଇଥିଲା ଓ ସନ୍ଧ୍ୟା ପର୍ଯ୍ୟନ୍ତ ବନ୍ଦ ହୋଇ ନ ଥିଲା। ପଡିଆରୁ ପାଣି ବାହାର କରିବା ପାଇଁ ସମୟ ମଧ୍ୟ ମିଳି ନ ଥିଲା। ମଙ୍ଗଳବାର ପଞ୍ଚମ ଦିବସରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ଏଭଳି ସ୍ଥିତିରେ ରିଜର୍ଭ ଡେ’ରେ ଖେଳ ଆୟୋଜନ ହେବା ନିଶ୍ଚିତ ମନେ ହେଉଛି। ଏହି ହାଇପ୍ରୋଫାଇଲ ମ୍ୟାଚ୍‌ ଡ୍ର ହେବାର ଯଥେଷ୍ଟ ସମ୍ଭାବନା ରହିଛି।
ଟସ୍‌ ହାରି ଭାରତ ପ୍ରଥମ ଇନିଂସରେ ୯୨.୧ ଓଭରରେ ୨୧୭ ରନ୍‌ କରି ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୪୯ ଓଭରରେ ୨ ଉଇକେଟ ହରାଇ ୧୦୧ ରନ୍‌ ସଂଗ୍ରହ କରିଥିଲା। ୮ ଉଇକେଟ ହାତରେ ରଖି ନ୍ୟୁଜିଲାଣ୍ଡ ଏବେ ୧୧୬ ରନ୍‌ ପଛରେ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri