ଆହୁରି ୭ ଦିନ ବର୍ଷିବ:ବିଜୁଳି-ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ବୋହିବ ପବନ

ଭୁବନେଶ୍ୱର,୩୦ା୬(ଅନୁରାଧା ମହାରଣା):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ସୃଷ୍ଟ ଘୂର୍ଣ୍ଣିବଳୟ ମଧ୍ୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି, ଯାହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବାରୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲା ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଏଥିସହ ଆସନ୍ତା ୭ଦିନ ଧରି ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଅତ୍ୟନ୍ତ ପ୍ରବଳ ବର୍ଷା ହେବ। ବିଜୁଳି, ଘଡ଼ଘଡ଼ି, ବଜ୍ରପାତର ସୂଚନା ରହିଥିବାବେଳେ ଝଟକା ପବନର ବେଗ ୩୦ରୁ ୪୦ କିମି ରହିବ। ଏନେଇ ରେଡ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?