ଆସୁଛି ବର୍ଷା: ଏହି ଦୁଇ ଦିନ ଛେଚିବ

ଭୁବନେଶ୍ୱର,୧୫।୪: ରାଜ୍ୟରେ କିଛିଦିନ ହେଲା ତାପମାତ୍ରା ଉପର ମୁହାଁ ରହିଛି। ଏଭଳି ସ୍ଥିତିରେ ଶନିବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ଅନୁଭୂତ ହୋଇଛି। ଶନିବାର ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶନିବାରଠାରୁ ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲାରେ ହିଟ୍‌ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ହେଲେ ଆସନ୍ତା ୧୯ ଏବଂ ୨୦ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଶନିବାର ସୂଚନା ଦେଇଛନ୍ତି। ଏନେଇ ରାଜ୍ୟବାସୀଙ୍କୁ ଖରମରୁ ଟିକିଏ ଆଶ୍ୱସ୍ତି ମିଳିବ।

ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟେୱଭ ଜାରି ରହିବ। ଏନେଇ ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି ପାଇଁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ


Enter your email to get our daily news in your inbox.

All Right Reserved By Dharitri.Com

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତର ହୁଙ୍କାର: ୱାର୍ମ-ଅପ୍ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟାଇଲା

ନଭି ମୁମ୍ବାଇ,୪ା୨: ଟି୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳ ନିଜର ଶେଷ ପ୍ରସ୍ତୁତି ଶେଷ କରିଛି। ନଭି ମୁମ୍ବାଇର ଡି.ୱାଇ ପାଟିଲ ସ୍ପୋର୍ଟସ…

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri