ଆସୁଛି ବର୍ଷା: ଏହି ଦୁଇ ଦିନ ଛେଚିବ

ଭୁବନେଶ୍ୱର,୧୫।୪: ରାଜ୍ୟରେ କିଛିଦିନ ହେଲା ତାପମାତ୍ରା ଉପର ମୁହାଁ ରହିଛି। ଏଭଳି ସ୍ଥିତିରେ ଶନିବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ଅନୁଭୂତ ହୋଇଛି। ଶନିବାର ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶନିବାରଠାରୁ ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲାରେ ହିଟ୍‌ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ହେଲେ ଆସନ୍ତା ୧୯ ଏବଂ ୨୦ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଶନିବାର ସୂଚନା ଦେଇଛନ୍ତି। ଏନେଇ ରାଜ୍ୟବାସୀଙ୍କୁ ଖରମରୁ ଟିକିଏ ଆଶ୍ୱସ୍ତି ମିଳିବ।

ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟେୱଭ ଜାରି ରହିବ। ଏନେଇ ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି ପାଇଁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଘରଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ: ଅଧାରୁ ପାଠ ଛାଡ଼ିଥିବା ପିଲାଙ୍କ…

ଭୁବନେଶ୍ୱର,୩୦।୪: ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିବା ନେଇ ବୁଧବାରଠୁ ସର୍ଭେ ଆରମ୍ଭ ହୋଇଛି। ଏହି ସର୍ଭେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ହେବ। ଘରକୁ ଘର...

ଭାରତରେ ଥିବା ପାକ୍‌ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି, କରିପାରିବେ ପୁନଃ ଭିଜା ଆବେଦନ

ନୂଆଦିଲ୍ଲୀ,୩୦ା୪: ଭାରତରେ ରହିଯାଇଥିବା ପାକ୍‌ ନାଗରିକଙ୍କ ପାଇଁ ଖୁସି ଖବର। ପାକ୍‌ ନାଗରିକମାନେ ମେ’ ୧୦ରୁ ଜୁଲାଇ ୧୦ ଭିତରେ ପୁନଃ ଭିଜା ଆବେଦନ କରିପାରିବେ।...

ଚାଷୀଙ୍କ ପାଇଁ ବଡ଼ ଖୁସିଖବର : ଆସିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ...

OUAT ଫାର୍ମରେ ହଳକରି  ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ...

CISCE ISC ICSE Board Result 2025: ପ୍ରକାଶ ପାଇଲା ICSE ଦଶମ- ISC ଦ୍ୱାଦଶ ଶ୍ରେଣୀ ଫଳାଫଳ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୩୦।୪:ଭାରତୀୟ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ପରିଷଦ (CISCE) ICSE ଦଶମ ଶ୍ରେଣୀ ଏବଂ ISC ଦ୍ୱାଦଶ ଶ୍ରେଣୀର ଫଳାଫଳ ଘୋଷଣା କରିଛି। ଆଜି ବୋର୍ଡ ମୁଖ୍ୟାଳୟରେ...

ଅଖିମୂଠି ଅନୁକୂଳ କଲେ ଆଇନମନ୍ତ୍ରୀ: ହଳଲଙ୍ଗଳ ଯୋଚି ବୁଣିଲେ ବିହନ

ଖୋର୍ଦ୍ଧା,୩୦।୪(ପ୍ରଭାତ ପାଣିଗ୍ରାହୀ) : ଆଜି ପବିତ୍ର ‘ଅକ୍ଷୟ ତୃତୀୟା’। ଏହି ଅବସରରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୁରୁଜଙ୍ଗଠାରେ ଚାଷୀ ଭାଇ ମାନଙ୍କ ଉପସ୍ଥିତିରେ ଭୂମିପୂଜନ...

ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ଅକ୍ଷୟ ତୃତୀୟା ପାଳିତ

ପଦ୍ମପୁର ୩୦।୪ (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଖଲିଆପାଲି ଗ୍ରାମରେ ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର...

ଭାରତ-ପାକିସ୍ତାନ ବିବାଦ ମଧ୍ୟରେ ଏଣ୍ଟ୍ରି କଲା ଆମେରିକା: କହିଲା – ‘ସାରା ବିଶ୍ୱ ଦେଖୁଛି’

ଓ୍ବାଶିଂଟନ୍‌,୩୦।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଜାରି ରହିଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଭୟରେ ଅଛି। ସେ ଭାରତର ପରବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri