ଭାରତ ଉପରେ ପରମାଣୁ ବୋମା ବର୍ଷା କର: ଆମେରିକାରେ ସାଂଘାତିକ ଖୁଲାସା,ବନ୍ଧୁକରୁ ଜଣାପଡ଼ିଲା…

ଓ୍ବାଶିଂଟନ,୨୮।୮: ଆମେରିକାର ମିନିଆପୋଲିସର ଗୋଟିଏ ଦିନ ପୂର୍ବରୁ ଏକ କ୍ୟାଥୋଲିକ ସ୍କୁଲରେ ଆତଙ୍କବାଦୀ ଆକ୍ରମଣ ଘଟିଥିଲା। ପ୍ରାରମ୍ଭିକ ତଦନ୍ତ ପରେ, ଏଫବିଆଇ ଏହି ଗୁଳିକାଣ୍ଡକୁ ଏକ ଆତଙ୍କବାଦୀ ଘଟଣା ସହିତ ଯୋଡିଛି ଏବଂ କହିଛି ଯେ, ଏହି ଆକ୍ରମଣ ପଛରେ ଘରୋଇ ଆତଙ୍କବାଦ ଏବଂ ଧାର୍ମିକ ଘୃଣା ରହିଛି।

୨୭ ଅଗଷ୍ଟରେ ମିନିଆପୋଲିସର ସ୍କୁଲରେ ହୋଇଥିବା ଗୁଳିକାଣ୍ଡ ଆଲୋଡ଼ନ ସୃଷ୍ଟି କରିଛି। ପ୍ରାର୍ଥନା ସମୟରେ ଚର୍ଚ୍ଚର ଝରକାରୁ ଭିତରେ ବସିଥିବା ପିଲାମାନଙ୍କ ଉପରେ ଗୁଳି ଚାଳନା କରାଯାଇଥିଲା। ଏହି ଆକ୍ରମଣରେ ୨ ପିଲାଙ୍କ ମୃତ୍ୟୁ ଘଟିଥିବାବେଳେ ୧୭ ରୁ ଅଧିକ ଲୋକ ଆହତ ହୋଇଥିଲେ। ପରେ ଆକ୍ରମଣକାରୀ ନିଜକୁ ମଧ୍ୟ ଗୁଳି କରି ଆତ୍ମହତ୍ୟା କରିଥିଲେ।

ଆକ୍ରମଣକାରୀଙ୍କ ବନ୍ଧୁକରେ ନ୍ୟୁକ ଇଣ୍ଡିଆ ଏବଂ ମାଶାଆଲ୍ଲାହ ଲେଖାଯାଇଥିଲା। ଆକ୍ରମଣକାରୀଙ୍କ ବନ୍ଧୁକର ପତ୍ରିକାରେ ଟ୍ରମ୍ପଙ୍କ ବିଷୟରେ ମଧ୍ୟ ଲେଖାଯାଇଥିଲା। ଲେଖାଯାଇଥିଲା ଯେ, ‘ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା କର’, ଏହା ସହିତ ଇସ୍ରାଏଲ ଧ୍ୱଂସ ହେବା ଉଚିତ ବୋଲି ବାର୍ତ୍ତା ମଧ୍ୟ ଲେଖାଯାଇଥିଲା। ନ୍ୟୁକ ଇଣ୍ଡିଆ ଅର୍ଥ ଭାରତ ଉପରେ ପରମାଣୁ ଆକ୍ରମଣ କର। ଏହା ବିଶ୍ୱାସ କରାଯାଏ ଯେ, ଅଭିଯୁକ୍ତ କିଛି ମୌଳବାଦୀ ଇସଲାମିକ ଚିନ୍ତାଧାରା ଦ୍ୱାରା ପ୍ରଭାବିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri