Posted inରାଜ୍ୟ

ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା

ଭୁବନେଶ୍ୱର,୪/୧୧: ରାଜ୍ୟରେ ବର୍ତ୍ତମାନ ଋତୁ ମାନଙ୍କର ମିଳନ ଦେଖିବାକୁ ମିଳିଛି। ଗତ ସପ୍ତାହରେ କିଛି ଜିଲାରେ ସାମାନ୍ୟ ଶୀତ ଅନୁଭୂତ ହେଉଥିଲା, ପରେ ସାମାନ୍ୟ ଗରମ ଏବେ ବର୍ଷା ଦେଖିବାକୁ ମିଳିଛି। ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାରଠାରୁ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ଦେଖିବାକୁ ମିଳିଛି।

ଶନିବାର ଅପରାହ୍ନରେ ଭୁବନେଶ୍ୱର ସମେତ ଅନୁଗୁଳ, ସୁନ୍ଦରଗଡ଼ ଆଦି ଜିଲାରେ ବିଜୁଳି ସହିତ ବର୍ଷ ହେବାର ପୂର୍ବାନୁମାନ କରାଯାଇଥିବା ବେଳେ କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ମୟୁରଭଞ୍ଜ, କେଉଁଝର, ଢେଙ୍କାନାଳ, ପୁରୀ, କଟକ ଖୋର୍ଦ୍ଧା ଏବଂ ରାୟଗଡ଼ା ରେ ବିଜୁଳି ସହିତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ତେବେ ଆଗାମୀ ୩ ଦିନ ଯାଏଁ ରାତ୍ରି ତାପମାତ୍ରା ରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବାବେଳେ, ପରବର୍ତ୍ତୀ ସମୟରେ ଏହା ୨ ରୁ ୪ ଡ଼ିଗ୍ରୀ ଯାଏଁ ତଳକୁ ଖସିବା ସମ୍ଭାବନା ରହିଛି। ବର୍ତ୍ତମାନ ଉଷ୍ମ ଜଳୀୟବାଷ୍ପ ପୁର୍ଣ ବାୟୁ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ ରୁ ୪ ଡ଼ିଗ୍ରୀ ଅଧିକ ରହିଛି। ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri