ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୫।୬: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି ।

୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୬ରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ମାନସିକ ବିକୃତ ଯୁବତୀ ଗର୍ଭବତୀ ଘଟଣା ଏତଲା ପରେ ଗିରଫ ହେଲେ ଶିକ୍ଷକ

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଜଣେ ମାନସିକ ବିକୃତ ଯୁବତୀ ୬ ମାସ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri