୧ରୁ ବଢିବ ବର୍ଷା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ୧ ଅକ୍ଟୋବର ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୨ ଏବଂ ୩ ତାରିଖରେ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢିବା ନେଇ ଆକଳନ କରାଯାଇଛି । ତେବେ ଘୂର୍ଣ୍ଣିବଳୟଟି ଲଘୁଚାପ ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇନି ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri