୯ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୧୦(ବ୍ୟୁରୋ): କୁଆଁର ପୂର୍ଣ୍ଣିମାରେ ପୁଣି ଉପକୂଳ ଓଡ଼ିଶା ଭିଜିବ। ଅକ୍ଟୋବର ୯ ତାରିଖ କୁଆଁର ପୂର୍ଣ୍ଣିମାରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବଢିବ ।୧୦ ତାରିଖରେ ମଧ୍ୟ ଉପକୂଳବର୍ତ୍ତୀ କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି।
ସୂଚନାନୁସାରେ, ୯ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ରାଜ୍ୟର ଅଧିକାଂଶ ଜିଲାରେ ସାମାନ୍ୟ ବର୍ଷା ସମ୍ଭାବନା ରହିଛି। ତେବେ ୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ସେହିପରି ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ

ପୁରୀ ଅଫିସ,୨୩।୫: ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପ୍ରଥମ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ...

କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ...

ବଡ଼ଦାଣ୍ଡରେ ଗର୍ଜିଲେ ସାଧୁସନ୍ଥ:ବଡ଼ଆଖଡା ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୪-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ...

ଆସୁଛି ଲଘୁଚାପ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ବଳୟ ସୃଷ୍ଟି ହୋଇଛି । ଏହା ୧୭ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ...

ହାତୀ,ବନ୍ୟପ୍ରାଣୀଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିବା ସହ ସେମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପଦକ୍ଷେପ ନେବା ନିମନ୍ତେ ମୁଖ୍ୟମନ୍ତ୍ରୀ...

୧୫୫.୯୨ କୋଟିରେ ହେବ ୩ କ୍ୟାନ୍ସର ୟୁନିଟ୍‌

ଭୁବନେଶ୍ୱର,୨୨ା୪: ଓଡ଼ିଶାର ୩ ମେଡିକାଲ କଲେଜରେ ନୂଆ କ୍ୟାନ୍ସର କେୟାର ସେଣ୍ଟର ଖୋଲିବା ପାଇଁ ଗୁରୁବାର ରାଜ୍ୟ ସରକାର ୧୫୫.୯୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି।...

ବିଜେଡି-ଭାଜପା ଟଣାଓଟରା

ଭୁବନେଶ୍ୱର,୨୪।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଦେଶର କେତେକ ରାଜ୍ୟରେ ପେଟ୍ରୋଲ ୧୦୦ ଟଙ୍କା ଛୁଇଁଲାଣି। ଓଡ଼ିଶାର କେତେକ ସ୍ଥାନରେ...

୨ କାର୍‌, ୫ ବାଇକ୍‌ ଉପରେ ମାଡ଼ିଗଲା ଟ୍ରକ୍‌

କଟକ ଅଫିସ,୧୦ା୧୨: ଜଗତପୁର ଖଇରା ପୋଲ ନିକଟରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ୨ କାର୍‌ ଏବଂ ୫ଟି ବାଇକ୍‌ ଉପରେ...

Advertisement
Archives

Model This Week