ଲଘୁଚାପର ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା: ୨୧ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୬।୯: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୧ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅପରପକ୍ଷରେ, ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି । ଗତ ଜୁନ୍‌ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୧୨ ପ୍ରତିଶତ କମ୍‌ ବର୍ଷା ରେକର୍ଡ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri