ଲଘୁଚାପର ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା: ୨୧ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୬।୯: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୧ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅପରପକ୍ଷରେ, ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି । ଗତ ଜୁନ୍‌ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୧୨ ପ୍ରତିଶତ କମ୍‌ ବର୍ଷା ରେକର୍ଡ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri