Posted inଖେଳ

୩୪ଟି ସ୍କୁଲରେ ପାନୀୟ ଜଳ ବ୍ୟବସ୍ଥା କରିବେ ରାଇନା

ନୂଆଦିଲ୍ଲୀ, ୨୪ା୧୧ : ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ଉତ୍ତରପ୍ରଦେଶ, ଜମ୍ମୁ ଓ ଏନ୍‌ସିଆର (ନ୍ୟାଶନାଲ କ୍ୟାପିଟାଲ ରିଜିଅନ) ଅନ୍ତର୍ଗତ ୩୪ଟି ସରକାରୀ ସ୍କୁଲ ହାତକୁ ନେଇଛନ୍ତି। ଏହି ସ୍କୁଲଗୁଡ଼ିକରେ ସେ ସ୍ବଚ୍ଛତା ଏବଂ ପାନୀୟ ଜଳଯୋଗାଣ ବ୍ୟବସ୍ଥା କରିବେ। ଚଳିତବର୍ଷ ଅଗଷ୍ଟ ୧୫ରେ ରାଇନା ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଥିଲେ। ନଭେମ୍ବର ୨୭ରେ ତାଙ୍କ ୩୪ତମ ଜନ୍ମଦିବସ ଅବସରରେ ସେ ଜନହିତକର କାର୍ଯ୍ୟ ହାତକୁ ନେବା ଲାଗି ସ୍ଥିର କରିଛନ୍ତି। ରାଇନା ତାଙ୍କ ଝିଅ ନାମରେ ଗ୍ରାସିଆ ରାଇନା ଫାଉଣ୍ଡେଶନ (ଜିଆର୍‌ଏଫ୍‌) ନାମକ ଏକ ଏନଜିଓ କରିଛନ୍ତି। ରାଇନା ହାତକୁ ନେଇଥିବା ୨୩୪ଟି ସ୍କୁଲରେ ୧୦,୦୦୦ରୁ ଊଦ୍ଧ୍ୱର୍ର୍ ପିଲା ପାଠ ପଢନ୍ତି। ପ୍ରଥମେ ପିଲାମାନଙ୍କ ସ୍ବାସ୍ଥ୍ୟ ଏବଂ ପରିଷ୍କାର ପରିଚ୍ଛନତା ପ୍ରତି ଧ୍ୟାନ ଦିଆଯିବ ବୋଲି ସେ କହିଛନ୍ତି। ରାଇନା ଓ ତାଙ୍କ ସ୍ତ୍ରୀ ତଥା ଫାଉଣ୍ଡେଶନର ସହ ପ୍ରତିଷ୍ଠାତା ପ୍ରିୟଙ୍କା ଜନ୍ମ ସପ୍ତାହ ପାଳନ କରିବେ। ଏହି ଅବସରରେ ଗାଜିଆବାଦସ୍ଥିତ ନୁର ନଗର ସିହାନି, ସରକାରୀ କମ୍ପୋଜିଟ୍‌ ମିଡଲ ସ୍କୁଲରେ ରହିଥିବା ପାନୀୟ ଜଳ ଯୋଗାଣ ବ୍ୟବସ୍ଥାରେ ଅଧୁନିକୀକରଣ କାର୍ଯ୍ୟର ଶୁଭାରମ୍ଭ ହେବ। ବାଳିକା ଓ ବାକଳମାନଙ୍କ ଲାଗି ପୃଥକ ଟଏଲେଟ, ହ୍ୟାଣ୍ଡ୍‌ ଓ୍ବାଶ୍‌, ଡିଶ ଓ୍ବାଶିଂ ଏବଂ ସ୍ମାର୍ଟ କ୍ଲାସ୍‌ରୁମ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?