ଆକାଶରୁ ହେଲା ଚକୋଲେଟ ବର୍ଷା

ଜୁରିକ୍‌, ୨୦।୮: ଆକାଶରୁ ଚକୋଲେଟ ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ ଏଭଳି ସ୍ବିଜରଲାଣ୍ଡର ଓଲଟେନ୍‌ ସହରରେ ଘଟିଛି। ସାରା ସହରରେ ଚକୋଲେଟର ବରଫ ଚାଦରରେ ଘୋଡ଼େଇ ହୋଇ ଯାଇଛି। ଏଠାରେ ଥିବା ଲିଣ୍ଡିଟ୍‌ ଆଣ୍ଡ୍‌ ସ୍ପ୍ରୁଞ୍ଜିଲି ଚକୋଲେଟ ଫ୍ୟାକ୍ଟ୍ରିର ଭେଣ୍ଟିଲେଶନ ସିଷ୍ଟମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କଣ୍ଟେନରରେ ଥିବା କୋକୋଆର କ୍ଷୁଦ୍ର କଣିବା କୋକୋଆ ନିବ୍‌ ବାହାରକୁ ତୀବ୍ର ବେଗରେ ବାହାରି ଆସିଥିଲା। କୋକୋଆ ନିବ୍‌ ସହରରେ ରାସ୍ତା ଘାଟ କୋଠାବାଡ଼ି ଉପରେ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏବେ ଏହାର ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପରେ ଫ୍ୟାକ୍ଟ୍ରିର ଭେଣ୍ଟିଲେଶନ ସିଷ୍ଟମ୍‌ର ମରାମତି ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର କିଛି ବିପଦସଙ୍କୁଳ ପୋଲ: ଯାହାକୁ ଅତିକ୍ରମ କରିବା ପୂର୍ବରୁ ଭାବିବେ ୧୦ ଥର

ଅନେକ ଅଜବ ଜିନିଷ ରହିଛି ଯାହା ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଥାଏ। ତେବେ ବିଶ୍ୱରେ ଏଭଳି କିଛି ବିପଦପୂର୍ଣ୍ଣ ପୋଲ ରହିଛି, ଯେଉଁଠାକୁ ଯିବା ପୂର୍ବରୁ...

ରୋଜଗାର ଟଙ୍କା ଅନାଥାଶ୍ରମକୁ ଦେଇଥିଲି: କଣ୍ଠଶିଳ୍ପୀ ସଞ୍ଜିତା ମିଶ୍ର

ଭୁବନେଶ୍ୱରସ୍ଥ ଲକ୍ଷ୍ମୀସାଗରରେ ମୋ ଜନ୍ମ। ହରିହର ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା ପରେ ବିଜେବି କଲେଜରେ ଯୁକ୍ତ ଦୁଇ ପଢିଥିଲି। ସେତେବେଳେ ମୋ ବାପା ଡ....

ଭାରତକୁ ୩୮୦୦କୋଟିର ସହାୟତା କରିବ ଆମେରିକା! ରୁଷିଆ ଅସ୍ତ୍ର ଉପରେ ନିର୍ଭରଶୀଳତାକୁ ହ୍ରାସ କରିବାକୁ ଉଦ୍ୟମ

ଓ୍ବାଶିଂଟନ୍‌,୧୮।୫: ଅସ୍ତ୍ରଶସ୍ତ୍ର ପାଇଁ ରୁଷିଆ ଉପରେ ଭାରତର ନିର୍ଭରଶୀଳତାକୁ ହ୍ରାସ କରିବା ଦିଗରେ ଆମେରିକା ବର୍ତ୍ତମାନ ଏକ ବଡ ପଦକ୍ଷେପ ଗ୍ରହଣ କରିପାରେ। ଭାରତକୁ ୫୦୦ମିଲିୟନ...

ରୁମ୍‌ ଭିତରକୁ ଶୋଇବାକୁ ଗଲେ ମହିଳା, ବେଡ୍‌ ତଳେ ଥିଲେ ୧୮ ସାପ; ଆଉ ତା’ ପରେ…

ଓ୍ବାଶିଂଟନ୍‌: ଭାବିଲେ ଆପଣ ରାତିରେ ସବୁ କାମ ସାରି ଶୋଇବାକୁ ବେଡ୍‌କୁ ଯିବେ। ଆଉ ବେଡ୍‌ ତଳେ ଦେଖିବେ ଗୋଟିଏ କି ଦୁଇଟି ନୁହେ, ଏକାବେଳକେ...

ରୁଷିଆର ତୈଳ ଡିପୋ ଜଳିଗଲା

ମସ୍କୋ, ୨୬ା୪: ୟୁକ୍ରେନ୍‌ ସୀମା ନିକଟ ରୁଷୀୟ ସହର ବ୍ରିୟାନ୍‌ସ୍କରେ ଥିବା ଏକ ତୈଳ ଡିପୋ ସୋମବାର ଜଳିଯାଇଛି। ନିଆଁ ଲାଗିବାର କାରଣ ଜଣାପଡି ନ...

୨୪ ଘଣ୍ଟାରେ ୨ହଜାର ଲୋକଙ୍କୁ କାବୁଲ ବାହାରକୁ ଆଣିଲା ଆମେରିକା

ୱାଶିଂଟନ,୨୯ ।୮: ଆଫଗାନିସ୍ତାନରୁ ଆମେରିକା ସେନା ପ୍ରତ୍ୟାହାର ଅଭିଯାନର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ଆମେରିକା କଥା ଦେଇଛି ୩୧ ଅଗଷ୍ଟ ସୁଦ୍ଧା ସେ ତା’ର...

ଆଧାର କାର୍ଡ ବିନା ଏହି ମନ୍ଦିରରେ ହୁଏ ନାହିଁ ବିବାହ

ଉତ୍ତରାଖଣ୍ଡର ଅଲମୋଡାରେ ଥିବା ପ୍ରସିଦ୍ଧ ଗୋଲୁ ଦେବତାଙ୍କ ମନ୍ଦିରରେ ଆଧାର କାର୍ଡ ବିନା ବିବାହ ସମ୍ଭବ ନୁହେଁ। ମନ୍ଦିରର ପୂଜାରୀ ତଥା କୋଷାଧ୍ୟକ୍ଷ ହରି ବିନୋଦଙ୍କ...

ତାଲିବାନକୁ ସିଧାସଳଖ ଟକ୍କର ଦେଉଛନ୍ତି ଆଫଗାନି ମହିଳା

କାବୁଲ,୧୦ ।୯: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ହୋଇଯାଇଛି । ବହୁ ରକ୍ତପାତ ପରେ ଶେଷରେ ତାଲିବାନ ସରକାର ଗଠନ କରି ଶାସନ କ୍ଷମତାକୁ ନିଜ...

Advertisement
Archives

Model This Week