କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ ଅନେକ ଘଣ୍ଟା ଧରି ଅଟକି ରହିଥିଲେ। ଯାତାୟାତରେ ସହାୟତା ଏବଂ ଉଦ୍ଧାର କାର୍ଯ୍ୟରେ ସେନା ମୁତୟନ କରାଯାଇଛି।

ପାଣିରେ ବୁଡ଼ି କେତେଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବିଦ୍ୟୁତ୍‌ ଆଘାତରେ କେତେକ ପ୍ରାଣ ହରାଇଥିବା ନାଇରୋବି ପୋଲିସ ମୁଖ୍ୟ କହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ରାସ୍ତା ଜଳାର୍ଣ୍ଣବ ଥିବାରୁ ଶତାଧିକ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ…

ଅସ୍ତ୍ରବିରତି ବୃଦ୍ଧି ପରେ ହର୍ମୁଜ୍ ପ୍ରଣାଳୀରେ ଗୁଳିମାଡ଼, ୩ଜାହାଜ…

ନୂଆଦିଲ୍ଲୀ,୨୨ା୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ପରେ, ହର୍ମୁଜ୍ ପ୍ରଣାଳୀରେ ତିନୋଟି ମାଲବାହୀ ଜାହାଜ ଉପରେ ଆକ୍ରମଣ ହୋଇଛି। ବର୍ତ୍ତମାନ,…

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ…

ବଲାଙ୍ଗୀରରେ ବସ୍‌ ଚକାତଳେ ଜୀବନ ଯାଇଥିବା ଯୁବକଙ୍କ ମିଳିଲା ପରିଚୟ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ଏକ ବସ୍‌ ଚକାତଳେ ଦ୍ରୁତଗତିରେ ଆସି ଗୋଟିଏ…

ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର, ଦେଖିଲେ ଲାଗୁଛି….

ବଲାଙ୍ଗିର/ସଇଁନ୍ତଲା,୨୨ା୪(ସୁନିଲ ମହାନ୍ତି/ରାଖାଲ ଶତପଥୀ): ବଲାଙ୍ଗିର ଜିଲା ସଇଁତଳା ଥାନା ବର୍ଣୀ ସଂରକ୍ଷିତ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର ହୋଇଛି । ତେବେ ନରକଙ୍କାଳଟି ଏକ…

ସରକାରଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଇଦେଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମାତ୍ର ୨୬ ଦିନରେ…

କାଠମାଣ୍ଡୁ,୨୨ା୪: ନେପାଳ ସରକାରଙ୍କୁ ବଡ଼ ଝଟ୍‌କା। ମାତ୍ର ୨୬ ଦିନ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସୁଧାନ ଗୁରୁଙ୍ଗ। ଫଳରେ ବାଲେନ ଶାହ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri