Posted inଜାତୀୟ

ଗୁରୁଗ୍ରାମରେ ବର୍ଷାବିତ୍ପାତ

ନୂଆଦିଲ୍ଲୀ,୨୨।୬ : ଦିଲ୍ଲୀ ଗୁରୁଗ୍ରାମ ରାସ୍ତାରେ ବୁଧବାର ବହୁଘଣ୍ଟା ଧରି ଲଗାଣ ବର୍ଷା ହେବା ପରେ ସ୍ଥାନୀୟ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି। ବିଭିନ୍ନ ସ୍ଥାନରେ ପାଣି ଜମାହେବା ଫଳରେ ଗାଡ଼ି ମୋଟର ଯିବା ଆସିବା ଏବଂ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଦିଲ୍ଲୀ-ଜୟପୁର ଏକ୍ସପ୍ରେସ୍‌ଓ୍ବେରେ ବର୍ଷାଜଳ ଜମିବା ଯୋଗୁ ପାଖାପାଖି ୫ କିଲୋ ମିଟର ପର୍ଯ୍ୟନ୍ତ ଟ୍ରାଫିକ୍‌ ଜାମ୍‌ ହୋଇଥିଲା। ରାସ୍ତାରେ ପାଣି ଜମା ହେବାକୁ ନେଇ ଲୋକେ ସ୍ଥାନୀୟ ପ୍ରଶାସନ ଉପରେ ଅସନ୍ତୋଷ ଜାହିର କରିଛନ୍ତି। କେତେଜଣ ସୋସିଆଲ ମିଡିଆରେ ଏ ସଂକ୍ରାନ୍ତୀୟ ପୋଷ୍ଟ ଶେୟାର କରିବା ସହ ଗୁରୁଗ୍ରାମ ମେଟ୍ରୋପଲିଟାନ୍‌ ଡେଭଲପମେଣ୍ଟ ଅଥରିଟି କାର୍ଯ୍ୟ ଉପରେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri