ଲଘୁଚାପ ପ୍ରଭାବରେ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର,୧୮।୯: ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୫.୮ କି.ମି. ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି । ଫଳରେ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁସାରେ, ୧୮ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌ଏଫ୍‌ ଏଏସ୍‌ଆଇଙ୍କ ଦାୟିତ୍ୱହୀନତା : ଟ୍ରେନ୍‌ରେ ଛାଡ଼ିଦେଲେ ୬୦ ରାଉଣ୍ଡ ଗୁଳି

ଜୟପୁର,୧୪ା୮(ନି.ପ୍ର./ଡି.ଏନ୍‌.ଏ.): ବିଶାଖପାଟଣା-କିରଣ୍ଡୁଲ ଏକ୍ସପ୍ରେସ୍‌ରୁ ମଙ୍ଗଳବାର ଇନସାସ୍‌ ରାଇଫଲର ୬୦ ରାଉଣ୍ଡ ଗୁଳି (୩ଟି ମାଗାଜିନ) ଏବଂ ଗୋଟିଏ ୟୁନିଫର୍ମ ବେଲ୍ଟ ଉଦ୍ଧାର କରିଛି କୋରାପୁଟ ଜିଲା...

‘ଅଭ୍ୟାସ’ର ସଫଳ ପରୀକ୍ଷଣ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ ହୋଇଛି। ଏ ନେଇ ଡିଆରଡିଓକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ...

‘ପଞ୍ଚାୟତ ସ୍ତରରେ ମହିଳା ପଛରେ’

ଭୁବନେଶ୍ୱର,୯।୮(ବ୍ୟୁରୋ):ଓଡ଼ିଆ ଦୈନିକ ପ୍ରଗତିବାଦୀ ପରିସରରେ ସ୍ବାଧୀନତାର ଅମୃତ ମହୋତ୍ସବ ଓ ପ୍ରଗତିବାଦୀର ୫୦ତମ ଜୟନ୍ତୀ ଅବସରରେ ସୋମବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆସନ୍ତା...

ସୁଷମା ସଙ୍ଗୀତ ସଦନର ସଙ୍ଗୀତ ସନ୍ଧ୍ୟା ରୋଜା ଜାନେମନ.., ୟେ ହସିଁ ୱାଦିୟାଁ..

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ରୋଜା ଜାନେମନ.., ୟେ ହସିଁ ୱାଦିୟାଁ.., ଝୋଙ୍କା ହୱା କା.., ତୁମ୍‌ ବିନ୍‌ ଜିୟା ଯାଏ.., ଚନ୍ଦାରେ ଚନ୍ଦାରେ.., ଘୁଙ୍ଘଟ ମେ ଚେହେରା.., ମେରେ...

ଅପରାଧୀଙ୍କୁ ସୁରକ୍ଷା ଦେଉଛନ୍ତି ସରକାର: ଭାଜପା

ଭୁବନେଶ୍ୱର, ୪।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ନାରୀ ସୁରକ୍ଷା କେବଳ ସ୍ଲୋଗାନରେ ସୀମିତ ା ବିଜେଡି ଶାସନରେ ‘କ୍ରିମିନାଲାଇଜେଶନ ଇନ୍‌ ପଲିଟିକ୍ସ’ କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି...

ଚାକିରି ବାହାନାରେ ବ୍ରହ୍ମପୁର ନେଇ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ):  ଏକ ବଡ଼ କମ୍ପାନୀରେ ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ରାଜଧାନୀ ଭୁବନେଶ୍ୱରରୁ ନେଇ ବ୍ରହ୍ମପୁରରେ ବଳାତ୍କାର କରାଯାଇଛି। ଏନେଇ ପୀଡିତା ଜଣକ ଶହୀଦନଗର...

ଖାଲି ବାକ୍ସ ନେଇ ଫେରିଲେ ପୋଲିଂ ଅଧିକାରୀ

ବାରିପଦା ଅଫିସ,୧୯ ।୨ ମୟୂରଭଞ୍ଜ ଜିଲାର ୫ ବ୍ଲକରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଶେଷ ହୋଇଛି। ଶୁଳିଆପଦା ବ୍ଲକର କୁଜିଡିହୀ, ଫାନିଆ,...

ଗୋପ ବ୍ଲକରେ ଘରଭଙ୍ଗା ସର୍ଭେରେ ସ୍ବଚ୍ଛତା ଆଣିବା ଦାବି: ବିଜେଡି ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର

ଗୋପ,୧୩।୬(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଗୋପ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏସବୁ ତର୍ଜମା କରାଯିବା ପରେ ଘରଭଙ୍ଗା କ୍ଷତିପୂରଣ ଦିଆଯିବ। ତେବେ ଏହି ସର୍ଭେରେ...

Advertisement
Archives

Model This Week