ଚାଇନାରେ ହେଲା ଟଙ୍କା ବର୍ଷା !

ବେଜିଂ,୩।୧୧: ଡ୍ରଗ୍ସ୍‌ ନେବା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। ତେବେ ଚାଇନାରେ ଜଣେ ଡ୍ରଗ୍ସ୍‌ ସେବନକାରୀଙ୍କ ଯୋଗୁ ଲୋକେ ମାଲା ମାଲ୍‌ ହୋଇଛନ୍ତି। ସମୃକ୍ତ ଯୁବକ ଜଣକ ଡ୍ରଗ୍ସ୍‌ ନିଶାରେ ସେ ବାସ କରୁଥିବା ୩୦ ମହଲା କୋଠାର ବାଲକୋନୀରୁ ଟଙ୍କା ଉଡ଼ାଇଥିଲେ। ହଠାତ୍‌ ଆକାଶରୁ ଟଙ୍କା ବର୍ଷା ହେଉଥିବା ଦେଖି ଲୋକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରେ ଟଙ୍କା ଗୋଟାଇବା ପାଇଁ ଟଣା ଓଟରା ଆରମ୍ଭ ହୋଇଥିଲା। ଏନେଇ ଟ୍ରାଫିକ୍‌ ସମସ୍ୟା ଉପୁଜିଥିଲା। ଭିଡ଼ ହଟାଇବା ପାଇଁ ଟ୍ରାଫିକ୍‌ ପୋଲିସ ନୟାନ୍ତ ହୋଇଯାଇଥିଲେ। ଏହି ଘଟଣା ପଶ୍ଚିମ ଚାଇନାର ସପିଙ୍ଗ୍‌ବା ସହରରେ ଘଟିଛି। ସମ୍ପୃକ୍ତ ନିଶାଗ୍ରସ୍ତ ଯୁବକଙ୍କୁ ପୋଲିସ ଗିରଫ କରିଛି। ଏବେ ଏହି ଘଟଣା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥରୁ ଶୁଭୁଛି ଭୟଙ୍କର ଶବ୍ଦ: ପୋଲିସ ଟିମ୍‌ ବି ଅସଫଳ

ଲକ୍ଷ୍ନୌ,୯।୨: ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଅଲୀଗଞ୍ଜ ଅଞ୍ଚଳରେ ଜଣେ ଲୋକଙ୍କ ଘର କାନ୍ଥରୁ ଭୟଙ୍କର ଶବ୍ଦ ଶୁଭୁଛି। ଏନେଇ ଘର ଲୋକେ ଭୟଭୀତ ହୋଇ ପୋଲିସର ସହାୟତା...

ବରଫ ଝଡ଼ ବେଳେ କାର୍‌ରେ ବୁଲୁଥିଲେ ଏହି ବ୍ୟକ୍ତି, ଗାଡ଼ିକୁ ଟ୍ରକ୍‌ ଧକ୍କା ମାରିବା ପରେ ଘଟିଲା ଏପରି..

କଥାରେ ଅଛି ରଖେ ହରି ତ ମାରେ କିଏ। ସେଭଳି କିଛି ଘଟିଛି ଆମେରିକାର ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ଦୀର୍ଘ ୧୦ ଘଣ୍ଟା ଧରି ବରଫ...

ମାଡ଼ି ଆସୁଥିବା ବିପଦକୁ ରୋକିବାର ଉପାୟ ପୃଥିବୀବାସୀଙ୍କ ହାତରେ: ବିଶ୍ୱତାପନ-ଜଳବାୟୁ ପରିବର୍ତ୍ତନକୁ ନିୟନ୍ତ୍ରଣ କରିବାର ରହିଛି ଆବଶ୍ୟକତା

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଏନେଇ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ ଏହାର ସକାରାତ୍ମକ ପ୍ରଭାବ...

ମାଡ଼ି ଆସୁଛି ବିପଦ: ୭ମ ଥର ପାଇଁ ସମ୍ପୂର୍ଣ୍ଣ ଧ୍ୱଂସ ହେବ ପୃଥିବୀ !

ଓ୍ବାଶିଂଟନ,୧୭।୯ : ଜଳବାୟୁ ପରିବର୍ତ୍ତନର ପ୍ରଭାବ ପରିବେଶ ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ପୃଥିବୀ ପୁଣି ଧ୍ୱଂସ ମୁହାଁ ହେବାରେ ଲାଗିଛି। ଏହା ପୂର୍ବରୁ ପୃଥିବୀ...

ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ମାତାପିତା, ୟୁପିଏସସି ପରୀକ୍ଷାରେ ଝିଅ ହାସଲ କଲେ ୮୩ ର଼୍ୟାଙ୍କ୍‌

ବାରମ୍ବାର ୟୁପିଏସସି ପରୀକ୍ଷାରେ ଅକୃତକାର୍ଯ୍ୟ ହେଉଥିବା ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ତାଙ୍କ ପରିବାର ଲୋକେ। ଏଥିପାଇଁ ତାଗିଦ୍‌ ମଧ୍ୟ କରିଥିଲେ, ଯଦି ଏଥର ପରୀକ୍ଷାରେ...

ବର୍ଡର ଖୋଲି ଦିଅନ୍ତୁ, କରିବି ବିବାହ: ମୋଦିଙ୍କୁ ଅନୁରୋଧ କଲେ ପାକିସ୍ତାନୀ ଯୁବତୀ

ଇସଲାମାବାଦ୍‌, ୨୪।୬: କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତ ପାକିସ୍ତାନ ସହିତ ଥିବା ସୀମାକୁ ସିଲ୍‌ କରିଦେଇଛି। ଏପରିସ୍ଥଳେ ବହୁ ଯୁବତୀ ଯୁବକଙ୍କର ବିବାହ ହେବା...

ପେଣ୍ଟର୍‌ ମୂଷା ଡାରିଅସ୍‌

କିଛି ପେଣ୍ଟର୍‌ ଜୀବଜନ୍ତୁଙ୍କ ବିଷୟରେ ଆପଣ ଇଣ୍ଟରନେଟ୍‌ର ବିଭିନ୍ନ ସାଇଟ୍‌ରୁ ପଢ଼ି ଜାଣିଥିବେ। ଏବେ ଆଉ ଏକ ପ୍ରାଣୀ ପେଣ୍ଟିଂ କରି ସମସ୍ତଙ୍କୁ ଚକିତ କରିଛି।...

ତିନି ତଲାକ୍‌ ଦେଲେ ମାଲେସିଆ ପୂର୍ବତନ ରାଜା

କୁଆଲାଲମ୍ପୁର,୨୫ା୭(ପି.ଟି.): ମାଲେସିଆର ପୂର୍ବତନ ରାଜା ସୁଲତାନ୍‌ ମହମ୍ମଦ ପଞ୍ଚମ କିଛିମାସ ତଳେ ବିବାହ କରିଥିବା ରୁଷୀୟ ସୁନ୍ଦରୀ ତଥା ପୂର୍ବତନ ରାଣୀ ରିହାନା ଓଜାନା ଗୋର୍ବାତେଙ୍କୋଙ୍କୁ...

Advertisement

BGU

Archives

Model This Week

Why Dharitri