ପୁଣି ବର୍ଷା: ୧୮ରେ ହାଲ୍‌କା ୧୯, ୨୦ରେ ପ୍ରବଳ ବର୍ଷିପାରେ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଗୁରୁବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ। ତେବେ ଏହା ବେଶି ଘନିଭୂତ ହେବାର ସମ୍ଭାବନା ନାହିଁ। ଅତି ବେଶିରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ଆଇଏମ୍‌ଡି ହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲାରେ ୧୮ ତାରିଖ ସନ୍ଧ୍ୟାପରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର ଗୋଟିଏ, ୨ଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଗୁରୁବାର କିମ୍ବା ଶୁକ୍ରବାର ଓ ବର୍ଷାର ସମ୍ଭାବନା ନାହିଁ। ୧୯ ଓ ୨୦ରେ ଉତ୍ତର ଓଡ଼ିଶା କିଛି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଯାଜପୁର, କେନ୍ଦୁଝର, ଜଗତସିଂହପୁର ଜିଲାରେ ୭ରୁ ୧୨ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ମାତ୍ର ପୂର୍ବ ବର୍ଷା ତୁଳନାରେ ଏଥର କମ ବର୍ଷା ହେବ। ସେପରି ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri