ବାତ୍ୟା ‘ମୋନ୍ଥା ’ ପ୍ରଭାବରେ ବର୍ଷା ଆରମ୍ଭ: ୮୮ ଜଣଙ୍କୁ କରାଗଲା ସ୍ଥାନାନ୍ତର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟା ‘ମୋନ୍ଥା’ ପ୍ରଭାବରେ ସୋମବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଅପରାହ୍ନ ପ୍ରାୟ ୧ଟାରେ ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ବିଡ଼ିଓ ଅନାମିକା ପାଣ୍ଡେ,ଅତିରିକ୍ତ ବିଡ଼ିଓ ଉମେଶ ସେଠୀ, ମାର୍କେଟିଂ ଇନ୍ସପେକ୍ଟର ବ୍ରଜେଶ ରୟ, ଜିପିଡିଓ ରୋଜାଲିନ ଦଳେଇ ପ୍ରମୁଖ ସହଦେବ ଟିକରପଡ଼ା ପଞ୍ଚାୟତ ପର୍ବତ ଘେରରେ ଥିବା ଦୁର୍ଗମ ଦାଦୁରୁମରେ ପହଞ୍ଚି କଚ୍ଚା ଘରେ ରହୁଥିବା ଲୋକଙ୍କୁ ବାତ୍ୟାର ଭୟାବହତା ସମ୍ପର୍କରେ ସଚେତନ କରିଥିଲେ। ପରେ ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଦାଦୁରୁମା ଏବଂ ଗୋଛାପାଟ ଉଭୟ ଗ୍ରାମର ୮୮ ଜଣଙ୍କୁ ଅପରାହ୍ନ ୪ ଟାରେ ନିକଟସ୍ଥ ଘାସିଆମ୍ବ ଗାଁ ବିଦ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କୁ ପ୍ରଶାସନ ପକ୍ଷରୁ ରନ୍ଧାଖାଦ୍ୟ ଦିଆଯାଇଛି। ବାତ୍ୟାର ପ୍ରକୋପ କମିଲେ ସେମାନଙ୍କୁ ଛାଡି ଦିଆଯିବ ବୋଲି ବିଡ଼ିଓ କହିଛନ୍ତି।

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri