ନିଷ୍କାସନ ହୋଇପାରୁନି ବର୍ଷାଜଳ: ଡ୍ରେନ୍‌ ନିର୍ମାଣ ଦାବି

ଗଞ୍ଜାମ,୨୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁଇଁତଳା ନୂଆ ସାହିରେ ଗତ କିଛି ଦିନ ତଳେ ହୋଇଥିବା ଲଘୁଚାପ ଜନିତ ବର୍ଷାପାଣି ଏବେବି ଜମି ରହିଥିବା ଦେଖିବାକୁ ମିଳିଛି। ଡ୍ରେନ ନ ଥିବା ଯୋଗୁ ଉକ୍ତ ବର୍ଷାଜଳ ନିଷ୍କାସିତ ହୋଇପାରୁନି। ତେଣୁ ଡ୍ରେନ୍‌ ନିର୍ମାଣ ଏବଂ ଏହାର ସ୍ଥାୟୀ ପ୍ରତିକାର ନିମନ୍ତେ ସାହି ବାସିନ୍ଦା ଏନ୍‌ଏସି ପ୍ରଶାସନକୁ ବାରମ୍ବାର ଅବଗତ କରାଉଥିଲେ ହେଁ କୌଣସି ସୁଫଳ ମିଳୁନି। ତେଣୁ ଏହାର ସମାଧାନ ନ ହେଲେ ଆଗାମୀ ଦିନରେ ଏନ୍‌ଏସି ସମ୍ମୁଖରେ ଆନ୍ଦୋଳନ ହେବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri