ତେଲ ନଦୀ ପୋଲ ଉପରେ ପ୍ରବାହିତ ହେଲା ବର୍ଷାଜଳ: ଜନଜୀବନ ବେହାଲ

ପାଟଣା,୧୯ା୬(ବୀରକିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମା ହୁଦା ପଞ୍ଚାୟତ କୁମୁଳା ବାହାଳିର ତେଲ ନଦୀ ପୋଲ ଉପରେ ବର୍ଷା ପାଣି ଗୁରୁବାର ପ୍ରବାହିତ ହୋଇଛି। ଫଳରେ ସାହାରପଡ଼ା ବ୍ଲକ ଦାମାହୁଦା ଅଞ୍ଚଳରୁ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳକୁ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ପୋଲ ଉପରେ ୨ ଫୁଟ ଉଚ୍ଚର ପାଣି ପ୍ରବାହିତ ହୋଇଛି। ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ବର୍ଷା ଯୋଗୁ ତେଲ ନଦୀର ଜଳ ସ୍ତର ବୃଦ୍ଧି ପାଇଛି। ସେହିଭଳି ଖଜୁରୀ ଡିହା ସରସ୍ବତୀ ପଦା ଡାଇଭର୍ସନ ଧୋଇ ହୋଇଯିବା ଫଳରେ ଗମନାଗମନ ବାଧାପ୍ରାପ୍ତ ହୋଇଛି। ପାଟଣା ବୈତରଣୀ ନଦୀର ନିର୍ମାଣାଧୀନ ପୋଲର ସେଣ୍ଟ୍ରିଂ ଭସେଇ ନେଇଛି। ଏଣେ ଲଗାଣ ଲଘୁଚାପ ଜନିତ ବର୍ଷା ଯୋଗୁ ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ବେହାଲ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri