ବର୍ଷାଜଳ ଘରେ ପଶିବା ଭଳି ପରିସ୍ଥିତି: ନିଆଗଲା ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ

ଗଞ୍ଜାମ,୧୪।୧୦(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ବର୍ଷାଜଳ ଜମି ରହିଛି। ଏହ ଘରେ ପଶିବା ଭଳି ପରିସ୍ଥିତି ଉପୁଜିଥିଲା। ଏ ନେଇ ଏନ୍‌ଏସି ପ୍ରଶାସନକୁ ଗ୍ରାମବାସୀ ଅଭିଯୋଗ କରିବାରୁ ବୁଧବାର ଯୁଦ୍ଧ କାଳୀନ ଭିତ୍ତିରେ ପଦକ୍ଷେପ ଜେସିବି ମେଶିନ ଦ୍ୱାରା ବର୍ଷାଜଳ ନିଷ୍କାସିତ କରାଯାଇଛି l ରାଜପଥ ପାଶ୍ୱର୍ର୍ ଗଳାଶଙ୍ଖଗୁଡିକ ନିୟମିତ ସଫା ନ କରିବା ଯୋଗୁ ଏହି ସମସ୍ୟା ଦେଖା ଦେଇଛି l ଏନ୍‌ଏସି କର୍ମଚାରୀ ହରି ବିଶ୍ୱାଳ ଏହାର ତଦାରଖ କରୁଛନ୍ତି l ଏ ସମ୍ପର୍କରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ କହିଛନ୍ତି ପ୍ରତି ବର୍ଷ ଏହିଭଳି ସମସ୍ୟା ହେଉଥିବାରୁ ଏଥିପାଇଁ ସ୍ଥାୟୀ ସମାଧାନ କରିବାକୁ ପଦକ୍ଷେପ ନିଆଯିବ l


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri