Posted inଜାତୀୟ

ଗ୍ଲେସିୟର ବିପତ୍ତିକୁ ଦୈବୀ ଦଣ୍ଡ କହିଲେ ରାଇନି ଗ୍ରାମବାସୀ

ନୂଆଦିଲ୍ଲୀ, ୧୧।୨: ଗ୍ଲେସିୟର ଭାଙ୍ଗି ଉତ୍ତରାଖଣ୍ଡର ଚାମୋଲିରେ ବିପର୍ଯ୍ୟୟ ସୃଷ୍ଟି କରିଥିବାବେଳେ ରାଇନି ଗ୍ରାମର ସ୍ଥାନୀୟ ଲୋକେ ଓ ବରିଷ୍ଠ ବ୍ୟକ୍ତିମାନେ ଏହାକୁ ଦୈବୀ ଦଣ୍ଡ କହିଛନ୍ତି। ଗାଁ ମନ୍ଦିର ଉଚ୍ଛେଦରୁ ଏଭଳି ବିପର୍ଯ୍ୟୟ ହେଲା ବୋଲି ସେମାନେ ମତ ଦେଇଛନ୍ତି। ଦେବୀଙ୍କ କୋପରୁ ଅନେକ ଧନଜୀବନ ହାନି ଘଟିଲା। ୨୦୧୩ ଉତ୍ତରାଖଣ୍ଡ ବନ୍ୟା ବେଳେ ମଧ୍ୟ ଲୋକମୁଖରେ ଏଭଳି ମତ ପ୍ରକାଶ ପାଇଥିଲା। ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ ପାଇଁ ରୁଦ୍ରପ୍ରୟାଗ ଜିଲାର ଶ୍ରୀନଗର ନିକଟରେ ଧାରୀ ଦେବୀ ମନ୍ଦିର ସ୍ଥାନାନ୍ତର କରାଯାଇଥିଲା। ଏହି ଦେବୀ ଚାର୍‌ଧାମ ଯାତ୍ରୀଙ୍କ ରକ୍ଷାକର୍ତ୍ତ୍ରୀ ଭାବେ ପୂଜିତ ହେଉଥିଲେ। ତାଙ୍କୁ ସ୍ଥାନାନ୍ତର କରାଯିବାରୁ ବନ୍ୟା ଆସିଲା ବୋଲି ସେତେବେଳେ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଆଇ: ଉଦାସୀନତାରୁ ଅଚଳାବସ୍ଥା

ନୂଆଦିଲ୍ଲୀ,୨୨ା୧୦: ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ପ୍ରଣୟନ ହେବାର ୧୫ ବର୍ଷ ବିତିଗଲାଣି। କିନ୍ତୁ ଏହା ଲୋକଙ୍କ କାମରେ କେତେ ଆସିପାରୁଛି। ଏହି ପ୍ରଶ୍ନ ଏଇଥିପାଇଁ...

ସୋସିଆଲ ମିଡିଆରେ ବିଚ୍ଛିନ୍ନତାବାଦର ପ୍ରସାର କରିପାରିବେନି କର୍ମଚାରୀ

ନୂଆଦିଲ୍ଲୀ, ୨୨।୯: ଜମ୍ମୁ-କଶ୍ମୀରର ୫ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ କର୍ମଚାରୀ ସୋସିଆଲ୍‌ ମିଡିଆ ବ୍ୟବହାରରେ ନିରଙ୍କୁଶ ସ୍ବାଧୀନତା ହରାଇବେ। ସେମାନେ ସୋସିଆଲ ମିଡିଆ ମାଧ୍ୟମରେ ରାଜନୀତି...

ବିପର୍ଯ୍ୟୟ ପରିଚାଳନା ଲାଗି କଣ୍ଟ୍ରୋଲ୍‌ ରୁମ୍‌

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନଙ୍କୁ ତୁରନ୍ତ ସହାୟତା ଯୋଗାଇବାରେ କେନ୍ଦ୍ର ଓ ରାଜ୍ୟ ସଂସ୍ଥାଗୁଡିକ ବିଳମ୍ବ କରୁଥିବାରୁ ବହୁ ଜୀବନ ହାନି ଘଟୁଛି। ଏହାକୁ...

ଗୋଟିଏ ନାଁର ଦୁଇ ପଡ଼ୋଶୀ: ଜଣଙ୍କର ଚେକ୍‌ରେ ଅନ୍ୟଜଣେ ଉଠାଇଲେ ଲକ୍ଷାଧିକ ଟଙ୍କା

ନୂଆଦିଲ୍ଲୀ,୮।୬: ଦିଲ୍ଲୀ ଦ୍ୱାରିକା ଜିଲାରେ ଜଣେ ମହିଳା ଠକେଇର ଶୀକାର ହୋଇଛନ୍ତି। ଏହି ମାମଲାରେ ଅନ୍ୟ ଜଣେ ମହିଳାଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ପଡ଼ୋଶୀରେ...

ଦିଲୀପ ଓ୍ବାଲସେ ହେଲେ ପ୍ରୋଟେମ ସ୍ପିକର

ମୁମ୍ବାଇ,୨୯।୧୧: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଦିଲୀପ ଓ୍ବାଲସେ ପାଟିଲ ମହାରାଷ୍ଟ୍ର ବିଧାନସଭାର ପ୍ରୋଟେମ ସ୍ପିକର ଭାବେ ଶୁକ୍ରବାର ନିଯୁକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଶିବସେନା ନେତା...

ବ୍ଲାକମେଲର ଗ୍ୟାଙ୍ଗ ଚଳାଉଥିଲା ପୋଲିସ

ଭୋପାଳ,୨।୭: ମଧ୍ୟପ୍ରଦେଶର ହୋଶାଙ୍ଗବାଦରେ ଜୋରଜବରଦସ୍ତ ଚାନ୍ଦା ଆଦାୟ କରିବା ଲାଗି ଗ୍ୟାଙ୍ଗ ଚଳାଉଥିବା ଅଭିଯୋଗରେ ୪ ଜଣ ପୋଲିସ କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସୁନିତା ଠାକୁର...

୭ରେ ପ୍ରଧାନମନ୍ତ୍ରୀଙ୍କ ପଶ୍ଚିମବଙ୍ଗ ଗସ୍ତ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୭ ତାରିଖରେ ପଶ୍ଚିମବଙ୍ଗ ଗସ୍ତରେ ଆସି ହଳଦିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମରେ ଯୋଗଦେବେ। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟିଲେ ମମତା

ନୂଆଦିଲ୍ଲୀ,୨୮।୭: ୫ଦିନିଆ ଦିଲ୍ଲୀ ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଗସ୍ତର ତୃତୀୟ ଦିନରେ ଅର୍ଥାତ୍‌ ବୁଧବାର ଦିଲ୍ଲୀ ଜନପଥ ୧୦ ସ୍ଥିତ ବାସଭବନରେ କଂଗ୍ରେସ...

Advertisement
Archives

Model This Week