Posted inଜାତୀୟ

ହସ୍ପିଟାଲ ବାହାରେ ମୃତଦେହ ଲମ୍ବା ଲାଇନ୍‌: ଭାଜପା ନେତା ଛାଡିଲେ ଭିଡିଓ

ରାୟପୁର,୧୩।୪: ଛତିଶଗଡରେ କରୋନା ଅସମ୍ଭାଳ ସ୍ଥିତିରେ ପହଞ୍ଚିଛି। ଏଠାରେ କରୋନା ସଂକ୍ରମଣ ବୃଦ୍ଧି ଚିନ୍ତାଜନକ ରହିଛି। ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ପରିସ୍ଥିତି ଏପରି ହୋଇଛି ହସ୍ପିଟାଲ ବାହାରେ ମୃତଦେହ ଲମ୍ବା ଲାଇନ୍‌ ହୋଇଛି। ଏହାର ଏକ ଜଣେ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଏହି ଭିଡିଓଟି ମହାରାଷ୍ଟ୍ର ଭାଜପା ନେତା ପ୍ରେମ ଶୁକ୍ଲା ନିଜ ଟୁଇଟର୍‌ରେ ଶେୟାର କରି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଭିଡିଓ ଶେୟାର କରି ସେ ଲେଖିଛନ୍ତି, ଏହି ଦୃଶ୍ୟ ଛତିଶଗଡର ଆମ୍ବେଦକର ହସ୍ପିଟାଲର, ଯେଉଁଠାରେ ମୃତଦେହ ରଖିବା ପାଇଁ ସ୍ଥାନ ନାହିଁ। ଅନ୍ତିମ ସଂସ୍କାର ପାଇଁ ମୃତଦେହଗୁଡିକ ଅପେକ୍ଷା କରିଛି। ରାହୁଲ ଗାନ୍ଧୀ ଏହା ଉପରେ କିଛି କୁହନ୍ତୁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଛତିଶଗଡରେ ଆଜି ରେକର୍ଡ ୧୩ ହଜାରରୁ ଅଧିକ କେରାନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ୧୦୫ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

Twisha Death Case: ଗିରଫ ହେଲେ ଗିରିବାଳା

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶର ଭୋପାଳରେ ଟ୍ବିଶା ଶର୍ମାଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ନିରନ୍ତର ଅପଡେଟ ସାମ୍ନାକୁ ଆସୁଛି। ଏହି ସଦ୍ୟତମ ଘଟଣାକ୍ରମରେ, ପୂର୍ବତନ ବିଚାରପତି ଗିରିବାଳା ସିଂହଙ୍କ ସାମ୍ନାରେ…

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri