ସିଗାରେଟ ଦାମ ବଢ଼ାଇ ଦିଅ, ବଜେଟ ପୂର୍ବରୁ ଡାକ୍ତର-ଅର୍ଥନୀତିଜ୍ଞ କେନ୍ଦ୍ର ସରକାରଙ୍କୁ କଲେ ନିବେଦନ…

ନୂଆଦିଲ୍ଲୀ,୨୭।୧୧ : ଗତ ୧୫ ବର୍ଷ ଧରି ଭାରତରେ ସିଗାରେଟ ଟାଣୁଥିବା ଲୋକଙ୍କ ପାଇଁ ସିଗାରେଟ ମୂଲ୍ୟ ପ୍ରାୟ ୨୫୦ ପ୍ରତିଶତ ବୃଦ୍ଧି ପାଇଛି। କିନ୍ତୁ ଡାକ୍ତର ଏବଂ ଅର୍ଥନୀତିଜ୍ଞ କହିଛନ୍ତି ସିଗାରେଟର ମୂଲ୍ୟ ଆହୁରି ବୃଦ୍ଧି ହେବା ଉଚିତ। ୟୁନିଅନ ବଜେଟ ୨୦୨୪ ପୂର୍ବରୁ ଡାକ୍ତର ଏବଂ ଅର୍ଥନୀତିଜ୍ଞମାନେ ଏକତ୍ରିତ ହୋଇ ସିଗାରେଟ ମହଙ୍ଗା କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ତମାଖୁ ଦ୍ରବ୍ୟର ମୂଲ୍ୟ ବୃଦ୍ଧି କରିବା ଦ୍ୱାରା ଏହାର ବ୍ୟବହାରକୁ ନିୟନ୍ତ୍ରଣ କରିବାର ଅନ୍ୟତମ ପ୍ରଭାବଶାଳୀ ଉପାୟ।

ପ୍ରକୃତରେ, ନିକଟରେ ପ୍ରକାଶିତ ଏକ ଅଧ୍ୟୟନରୁ ଜଣାପଡିଛି ଗତ ୧୦ ବର୍ଷ ମଧ୍ୟରେ ସିଗାରେଟ ,ବିଡି ତଥା ଧୂଆଁ ବିହୀନ ତମାଖୁ ଅଧିକ ସୁଲଭ ହୋଇପାରିଛି। ଚଳିତ ବର୍ଷ ସେପ୍ଟେମ୍ବର୨୧ ରେ ପ୍ରକାଶିତ ଅନ୍ୟ ଏକ ରିପୋର୍ଟରେ କୁହାଯାଇଛି ଲୋକଙ୍କୁ କାର୍ଯ୍ୟାଳୟକୁ ଫେରିବା, ସ୍ଥିର ଟିକସ ବ୍ୟବସ୍ଥା ଯୋଗୁ ସିଗାରେଟର ଚାହିଦା ଚଳିତ ଆର୍ଥିକ ବର୍ଷରେ ୭-୯ ପ୍ରତିଶତ ବୃଦ୍ଧି ପାଇପାରେ। କେରଳର କୋଚିରେ ଥିବା ରାଜଗିରି କଲେଜ ଅଫ ସୋସିଆଲ ସାଇନ୍ସର ସ୍ବାସ୍ଥ୍ୟ ଅର୍ଥନୀତିଜ୍ଞ ତଥା ସହକାରୀ ପ୍ରଫେସର ଡାକ୍ତର ରିଜୋ ଜନଙ୍କ ଅନୁଯାୟୀ ସିଗାରେଟ ଉପରେ ଜାତୀୟ ବିପର୍ଯ୍ୟୟ ନିୟନ୍ତ୍ରଣ ଡ୍ୟୁଟି (ଏନସିସିଡି) କେବଳ ସାମାନ୍ୟ ବୃଦ୍ଧି ଏବଂ ଦ୍ରବ୍ୟ ଏବଂ ୨୦୧୭ର ସେବା କର (ଜିଏସଟି) ଲାଗୁ ହୋଇଛି। ତମାଖୁ ଟ୍ୟାକ୍ସରେ କୌଣସି ବିଶେଷ ବୃଦ୍ଧି ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri