କରୋନା ସଚେତନତା ସୃଷ୍ଟି କରୁଛନ୍ତି ଏହି କୁନି ଗଣେଶ, ଛୁଟୁଛି ପ୍ରଶଂସାର ସୁଅ

ନିଶ୍ଚିନ୍ତକୋଇଲି,୨୨ା୮(ସ୍ବ.ପ୍ର.): କରୋନା କଟକଣା ପାଇଁ ଗଣେଶ ପୂଜା ଶିକ୍ଷାନୁଷ୍ଠାନ ଓ ଗ୍ରାମରେ ଏକପ୍ରକାର ଫିକା ପଡ଼ିଯାଇଛି। କିନ୍ତୁ ଛାତ୍ରୀଛାତ୍ର ସିନା ବିଦ୍ୟାଳୟକୁ ଗଲେନି କିନ୍ତୁ ସେମାନେ ବିଦ୍ୟାଦାତା ଗଣପତିଙ୍କୁ ଆରାଧନା କରିବା ସହିତ କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଅଭିନବ ପ୍ରୟାସ କରିଛନ୍ତି। କେଉଁଠି ଅନ୍‌ ଲାଇନରେ ପୂଜା ହେଉଛି ତ ଆଉ କେଉଁଠି ପ୍ରତିଛବି ମାଧ୍ୟମରେ ଚାଲିଛି ପୂଜା।
ସେହିପରି କଟକ ଜିଲା ନିଶ୍ଚିନ୍ତକୋଇଲି ପଞ୍ଚାୟତ ଓଥକା ଗ୍ରାମର ସରୋଜ ମହାପାତ୍ରଙ୍କ ପୁଅ ଓମ୍‌ପ୍ରକାଶ ଗଣେଶ ବେଶ ଧାରଣ କରି କରୋନା ସଚେତନତା ସୃଷ୍ଟି କରୁଥିବାର ଦେଖିବାକୁ ମିଳିଛି। ସେ ୫ମ ଶ୍ରେଣୀର ଛାତ୍ର ଅଟନ୍ତି। କୁନି ଛାତ୍ରଙ୍କ ଏଭଳି ପ୍ରୟାସକୁ ସ୍ଥାନୀୟ ସରପଞ୍ଚ ରବୀନ୍ଦ୍ର ସେଠୀ ଓ ଗ୍ରାମବାସୀ ବେଶ୍‌ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ...

ଦାୟିତ୍ୱ ହସ୍ତାନ୍ତର ପରେ ବି ଖୋଲୁନି ସୁବିଧା କେନ୍ଦ୍ର, ଲକ୍ଷ୍ମୀ ବସ୍‌ ହଟାଇବାକୁ ଦାବି

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କିଛିଦିନ ପରେ ଶୀତ ଆସିବ ଆଉ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ। ତେବେ ଦୀର୍ଘଦିନରୁ ପର୍ଯ୍ୟଟକଙ୍କ ପାଇଁ ରହିଥିବା ସୁବିଧା କେନ୍ଦ୍ରଟି ତାଲା...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri