ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ, ସୌନ୍ଦର୍ଯ୍ୟ ଉପଭୋଗ କରିବେ ସାଧାରଣ ଲୋକେ

ଭୁବନେଶ୍ୱର,୧୩ା୧: ସୋମବାରଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ। ଏହା ୨୨ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ। ଆଜି ଅପରାହ୍ନ ୨.୩୦ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହି ଉଦ୍ୟାନ ଖୋଲା ରହିବ।Odisha: Raj Bhawan garden to open

ତେବେ ସ୍କୁଲ ପିଲାମାନଙ୍କ ପାଇଁ ରାଜଭବନ ଉଦ୍ୟାନ ପରିଦର୍ଶନର ସମୟ ସକାଳ ୮:୩୦ରୁ ସକାଳ ୧୦ଟା ପର୍ଯ୍ୟନ୍ତ ସ୍ଥିର କରାଯାଇଛି। ପରିଦର୍ଶନ ପୂର୍ବରୁ ସ୍କୁଲ କର୍ତ୍ତୃପକ୍ଷ ଆବେଦନ କରିବାକୁ ପଡ଼ିବ।

 Odisha Raj Bhavan Garden to remain open for public from January 13 to 22; Check timing, rules

ସ୍କୁଲ ଛାତ୍ରୀଛାତ୍ର ସ୍କୁଲ ପୋଷାକ ଏବଂ ପରିଚୟପତ୍ର ପିନ୍ଧି ଶିକ୍ଷକ କିମ୍ବା କର୍ମଚାରୀଙ୍କ ତତ୍ତ୍ୱାବଧାନରେ ଆସିବେ ବୋଲି ସୂଚନା ଦିଆଯାଇଛି। ଏଥିପାଇଁ, ସ୍କୁଲ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କୁ ପରିଦର୍ଶନ କରିବା ପାଇଁ ଏଡିସି କିମ୍ବା ମୁଖ୍ୟ ସୁରକ୍ଷା ଅଧିକାରୀଙ୍କୁ ଏକ ଅନୁରୋଧ ପତ୍ର ପଠାଇବେ।

Have you seen Rajbhavan Bhubaneswar Garden yet? If not check the time to visit here - Bhubaneswar Buzz

କେବଳ ମୋବାଇଲ ଆପ୍‌ ପଞ୍ଜୀକରଣ ମାଧ୍ୟମରେ ପ୍ରବେଶ ଅନୁମତି ମିଳିବ। ରାଜଭବନ ଉଦ୍ୟାନ ପରିଦର୍ଶନ କରିବା ପାଇଁ କୌଣସି ପ୍ରବେଶ ଶୁଳ୍କ ନାହିଁ। ରାଜଭବନ ପରିଦର୍ଶନ କରିବା ପାଇଁ ଆପଣଙ୍କୁ ଏକ ଆପ୍‌ ମାଧ୍ୟମରେ ପଞ୍ଜୀକରଣ କରିବାକୁ ପଡ଼ିବ। ଏହି ମୋବାଇଲ ଆପ୍‌ ପ୍ଲେ ଷ୍ଟୋର କିମ୍ବା ଆପ୍‌ ଷ୍ଟୋରରୁ ଡାଉନଲୋଡ୍‌ କରାଯାଇପାରିବ।

Kalinga TV on X: "Visuals of #Odisha Raj Bhavan garden in #Bhubaneswar. https://t.co/XI2S8Ckva9" / X
ଓଡିଶା ରାଜଭବନ ଉଦ୍ୟାନ ପରିଦର୍ଶନ ଓ୍ବେବ୍‌ସାଇଟ https://www.rajbhavanodisha.gov.in/view/raj-bhawan-garden.php ପରିଦର୍ଶନ କରନ୍ତୁ
ଉପର ଡାହାଣ ପାର୍ଶ୍ୱରେ ଉଦ୍ୟାନ ପରିଦର୍ଶନ ଟ୍ୟାବ୍‌ କ୍ଲିକ କରନ୍ତୁ।
ସମସ୍ତ ସୂଚନା ଏବେ ପପ୍‌ ଅପ୍‌ ହେବ। ଏଠାରେ ଏକ QR କୋଡ ଅଛି। ପରିଦର୍ଶନ କରିବା ପାଇଁ ଆପ୍‌ ଡାଉନଲୋଡ କରିବା ପାଇଁ ଆପଣ ଏହାକୁ ସ୍କାନ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri