ସାମନ୍ଥାଙ୍କୁ ଖାସ୍‌ ଗିଫ୍ଟ ଦେଲେ ରାଜ୍‌: ଦେଖିକି ଚମ୍‌କି ପଡ଼ିଲେ…

ଦକ୍ଷିଣ ଭାରତୀୟ ଷ୍ଟାର ସାମନ୍ଥା ରୁଥ ପ୍ରଭୁ ନିକଟରେ ଦ୍ୱିତୀୟ ବିବାହ କରିଛନ୍ତି। ଦି ଫ୍ୟାମିଲି ମ୍ୟାନ ନିର୍ଦ୍ଦେଶକ ରାଜ ନିଦିମୋରୁଙ୍କ ହାତ ଧରିଛନ୍ତି ସାମନ୍ଥା। ଏହି ଦମ୍ପତି ଏକ ସରଳ ଢଙ୍ଗରେ ବିବାହ କରିଥିଲେ। ବିବାହ ପରେ ସାମନ୍ଥାଙ୍କୁ ଏକ ଦାମୀ ଉପହାର ମିଳିଛି। ଏହି ଉପହାର ଆଉ କେହି ନୁହେଁ, ସ୍ବାମୀ ଦେଇଛନ୍ତି। ରାଜ ସାମନ୍ଥାଙ୍କୁ ଏକ ସୁନ୍ଦର ଘର ଉପହାର ଦେଇଛନ୍ତି। ଏହି ଘର ହାଇଦ୍ରାବାଦର ଜୁବୁଲି ହିଲ୍ସରେ ଅବସ୍ଥିତ। ବିବାହ ସମୟରେ ସାମନ୍ଥାଙ୍କୁ ଘରର ଚାବି ଦେଇଥିଲେ। ସିଟାଡେଲ ଶୁଟିଂ ସମୟରେ ସାମନ୍ଥା ଏବଂ ରାଜ ପ୍ରେମରେ ପଡ଼ିଯାଇଥିଲେ।
ଏହା ରାଜ ଏବଂ ସାମନ୍ଥା ଉଭୟଙ୍କ ପାଇଁ ଦ୍ୱିତୀୟ ବିବାହ। ରାଜ ପ୍ରଥମେ ଶ୍ୟାମଳୀ ଦେଙ୍କୁ ବିବାହ କରିଥିଲେ। ଏହି ଦମ୍ପତି ୨୦୧୫ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ ଏବଂ ୨୦୨୨ରେ ଅଲଗା ହୋଇଥିଲେ। ସାମନ୍ଥା ପୂର୍ବରୁ ନାଗା ଚୈତନ୍ୟଙ୍କୁ ବିବାହ କରିଥିଲେ। ଏହି ବିବାହ ମାତ୍ର ଚାରି ବର୍ଷ ଚାଲିଥିଲା। ସାମନ୍ଥା ଏବଂ ନାଗା ୨୦୧୭ରେ ବିବାହ କରିଥିଲେ ଏବଂ ୨୦୨୧ରେ ଅଲଗା ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri