ହୃଦ୍‌ଘାତରେ ରାଜ୍‌ କୌଶଲଙ୍କ ପରଲୋକ …

ମୁମ୍ବାଇ,୩୦।୬:ବଲିଉଡ୍‌ ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ସ୍ବାମୀ ରାଜ୍‌ କୌଶଲଙ୍କର ହୃଦ୍‌ଘାତରେ ପରଲୋକ ଘଟିିଛି। ବୁଧବାର ଭୋର୍‌ ୪ଟା ୩୦ରେ ଘରେ ରାଜ୍‌ଙ୍କୁ ହୃଦ୍‌ଘାତ ହୋଇଥିଲା। କୌଣସି ମେଡ଼ିକାଲ ସହାୟତା ନେବା ପୂର୍ବରୁ ସେ ଆଖି ବୁଜିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ ହୋଇଥିଲା। ବଲିଉଡ୍‌ରେ ଜଣେ ପ୍ରଡ୍ୟୁସର ଏବଂ ଷ୍ଟଣ୍ଟ୍‌ ନିର୍ଦ୍ଦେଶକ ଭାବେ ରାଜ୍‌ଙ୍କର ଖ୍ୟାତି ଥିଲା। ରାଜ୍‌ଙ୍କ ଅକାଳ ବିୟୋଗରେ ବଲିଉଡ୍‌ରେ ଶୋକର ଛାୟା ଖେଳି ଯାଇଛି। ସୂଚନାଯୋଗ୍ୟ,ରାଜ୍‌ ନିଜ କ୍ୟାରିୟର ମଧ୍ୟରେ ପ୍ୟାର୍‌ ମେ କଭି କଭି, ଶାଦି କା ଲଡୁ ଏବଂ ଆନ୍ଥୋନୀ କୌନ୍‌ ହୈ ଆଦି ୩ଟି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି। ୧୯୯୬ରେ ମନ୍ଦିରା ବେଦୀ ଏବଂ ରାଜ୍‌ଙ୍କ ମଧ୍ୟରେ ସାକ୍ଷାତ୍‌ ହୋଇଥିଲା। ପରେ ଦୁହେଁ ଦୁହିଁଙ୍କୁ ଭଲପାଇ ବସିଥିଲେ। ଶେଷରେ ୧୯୯୯ ଫେବୃୟାରୀ ୧୪ରେ ସେମାନେ ବିବାହ କରିଥିଲେ। ୨୦୧୧ ଜାନୁୟାରୀ ୨୭ରେ ସେମାନଙ୍କର ଏକ ଶିଶୁପୁତ୍ର ଜନ୍ମ ହୋଇଥିଲେ। ପରେ ୨୦୨୦ ଅକ୍ଟୋବରରେ ଜଣେ ୪ ବର୍ଷ ଶିଶୁକନ୍ୟାଙ୍କୁ ସେମାନେ ପୋଷ୍ୟ ଭାବେ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?