ପୁଣି ଫେରିଲେ ରାଜ୍‌

ବମ୍ବେ: ସୋସିଆଲ ମିଡିଆକୁ ପୁଣି ଫେରିଲେ ରାଜ କୁନ୍ଦ୍ରା। ଅଶ୍ଳିଳ ଫିଲ୍ମ ନିର୍ମାଣ ମାମଲାରେ ଛନ୍ଦି ହୋଇ ଗିରଫ ହୋଇଥିଲେ ସେ। ଏହାପରଠାରୁ ସେ ଚର୍ଚ୍ଚାରେ ରହି ଆସୁଥିଲେ। ଲୋକଲଜ୍ଜାକୁ ଡରି ରାଜ୍‌ଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଶିଳ୍ପା ସେଟ୍ଟୀ କିଛିଦିନ ବାହାରକୁ ଆସି ନ ଥିଲେ। ଏପରିକି ସେ ସୋସିଆଲ ମିଡିଆରୁ ଦୂରେଇ ଯାଇଥିଲେ। ଧିରେ ଧିରେ କଥା ଶାନ୍ତ ପଡ଼ିବା ପରେ ସବୁକିଛି ସାମାନ୍ୟ ହୋଇଛି। ପ୍ରଥମେ ଶିଳ୍ପା ସୋସିଆଲ ମିଡିଆକୁ ଫେରିଥିବା ବେଳେ ଜେଲରୁ ମୁକୁଳି ରାଜ୍‌ ମଧ୍ୟ ସମାନ କରିଛନ୍ତି। ପ୍ରଥମେ ସେ ନିଜର ଆକାଉଣ୍ଟ ଡିଲିଟ୍‌ କରିଥିବା ବେଳେ ଏବେ ସେ ଅନ୍ୟ ଏକ ଆକାଉଣ୍ଟ ଖୋଲିଛନ୍ତି। ସେ କେବଳ ଜଣଙ୍କୁ ଫଲୋ କରୁଛନ୍ତି। ଏପରିକି ସେ ଏହାକୁ ପ୍ରାଇଭେଟ୍‌ ରଖିଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ହଜାର ଟଙ୍କାରେ ପୁରସ୍କାର କିଣିଥିଲେ ଏହି ପ୍ରସିଦ୍ଧ ଅଭିନେତା. ଜାଣନ୍ତୁ କାହିଁକି

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ବଲିଉଡର ଅନେକ ଅନ୍ଧକାର ଦିଗ ବିଷୟରେ ବାହାରକୁ ଆସୁଛନ୍ତି। ବଂଶବାଦ, ଗୋଷ୍ଠୀବାଦ ବିଷୟରେ ବିତର୍କ ଦୀର୍ଘ ଦିନ...

ଅନୁଷ୍କାଙ୍କ ହାତଧରି କ୍ଲିନିକ୍‌ ନେଇ ଗଲେ ବିରାଟ କୋହଲି

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହି ସମୟରେ ସେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। କେବଳ ସୋସିଆଲ ମିଡିଆରେ ନୁହେଁ, ନିଜ...

ରିଲିଜ୍‌ ହେଲା ତାରା-ସିଦ୍ଧାର୍ଥଙ୍କ ନୂଆ ଗୀତ

ମୁମ୍ବାଇ: ବଲିଉଡ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ ଅଭିନେତ୍ରୀ ତାରା ସୂତରିଆ ପୁଣି ଥରେ ଏକାଠି ହୋଇଛନ୍ତି। ଉଭୟଙ୍କ ନୂଆ ଗୀତ ରିଲିଜ୍‌ ହୋଇଛି। ଗୀତର...

ଟ୍ରୋଲ ହେଲେ ନୋରା

ମୁମ୍ବାଇ: ନିଜର ଅଭିନୟ ପାଇଁ ସେ ଯେତିକି ଚର୍ଚ୍ଚାକୁ ଆସନ୍ତି ନାହିଁ ସେ ତାଙ୍କ ଡ୍ୟାନ୍ସରେ ସମସ୍ତଙ୍କୁ ଦିୱାନା କରନ୍ତି । ସୁଦୂର କାନାଡାରୁ ଆସି...

ଓ୍ବାର୍କଆଉଟ୍‌ ପରେ ଫଟୋ ଶେୟାର କଲେ ବଲିଉଡ ସୁପରଷ୍ଟାର ସଲମାନ୍‌ ଖାନ : ୟୁଜର୍ସ କହିଲେ ଏମିତି…

ମୁମ୍ବାଇ,୯।୧୨-ବଲିଉଡ ସୁପରଷ୍ଟାର ସଲମାନ୍‌ ଖାନ୍‌ ସୋସିଆଲ ମିଡିଆରେ ଅଧିକାଂଶ ସମୟ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି।...

ଦୀପିକାଙ୍କ ଆଖିରେ ୩ଥର ଆସିଥିଲା ଲୁହ

ବଲିଉଡର କିଛି କଳାକାର ଏବେ ଡ୍ରଗ୍ସକୁ ନେଇ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ନାର୍କୋଟିକ୍ସ କଣ୍ଡ୍ରୋଲ ବ୍ୟୁରୋ(ଏନସିବି) ଅଭିନେତ୍ରୀ ଦୀପିକା ପାଦୁକୋନ, ସାରା ଅଲ୍ଲୀ ଖାନ, ଶ୍ରଦ୍ଧା...

ପ୍ରଶଂସକଙ୍କୁ ପ୍ରେମ ବିବାହ କରିଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର କିଛି ଅଭିନେତ୍ରୀଙ୍କ ନାମ ଫିଲ୍ମ ଇଣ୍ଡଷ୍ଟ୍ରିର ଅଭିନେତାଙ୍କ ସହ ଯୋଡ଼ି ହୋଇଥିଲେ ମଧ୍ୟ ପରେ ପ୍ରଶଂସକଙ୍କ ପ୍ରେମରେ ପଡ଼ି ଶେଷରେ ବିବାହ ବି...

ଏହି ଫିଲ୍ମର ଚୁମ୍ବନ ଦୃଶ୍ୟ ଦର୍ଶକଙ୍କ ହୃଦୟରେ ଲଗାଇଥିଲା ନିଆଁ

ମୁମ୍ବାଇ: ସମୟ ସହିତ ତାଳ ଦେଇ ଫିଲ୍ମ ମଧ୍ୟ ଅଧିକ ବୋଲ୍ଡ ହେଲାଣି। ଚୁମ୍ବନ ଦୃଶ୍ୟର ଶୁଟିଂ ଫିଲ୍ମରେ ସାଧାରଣ ହୋଇଗଲାଣି। ତଥାପି ଏମିତି ଅନେକ...

Advertisement


Archives

Model This Week