ଶିଳ୍ପାଙ୍କ ଠାରୁ ଅଲଗା ହେଲେ ରାଜ କୁନ୍ଦ୍ରା!

ଆଜିକାଲି ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ଚର୍ଚ୍ଚାରେ ଅଛନ୍ତି। ନିକଟରେ ରାଜ ତାଙ୍କର ଡେବ୍ୟୁ ଫିଲ୍ମ ୟୁଟି୬୯ ଘୋଷଣା କରିଛନ୍ତି। ରାଜ ଏହି ଚଳଚ୍ଚିତ୍ର ସହିତ ଅଭିନୟ ଜଗତରେ ପ୍ରବେଶ କରିବାକୁ ଯାଉଛନ୍ତି। ଫିଲ୍ମର ପ୍ରମୋଶନ ମଧ୍ୟରେ ରାଜ ଏକ ପୋଷ୍ଟ ଶେୟାର କରିଛନ୍ତି, ଯାହା ପ୍ରଶଂସକଙ୍କୁ ଚକିତ କରିଛି। ସୋସିଆଲ ମିଡିଆରେ ରାଜ ତାଙ୍କର ଅଲଗା ହେବା ଘୋଷଣା କରିଛନ୍ତି। ଯଦିଓ ସେ ଏହି ପୋଷ୍ଟରେ କାହା ବିଷୟରେ ଉଲ୍ଲେଖ କରିନାହାଁନ୍ତି। ଯାହା ପରେ ପ୍ରଶଂସକମାନେ ଚିନ୍ତିତ ହୋଇଯାଇଛନ୍ତି। ସେମାନେ ଅନୁଭବ କରୁଛନ୍ତି ଯେ ଶିଳ୍ପା ଏବଂ ରାଜ ଅଲଗା ହୋଇଯାଇଛନ୍ତି।
ନଭେମ୍ବର ୨୦୦୯ରେ ଶିଳ୍ପା ଶେଟ୍ଟୀ ଏବଂ ରାଜ କୁନ୍ଦ୍ରା ବିବାହ କରିଥିଲେ। ସେମାନେ ବିବାହର ୧୪ ବର୍ଷ ପୂରଣ କରିବାକୁ ଯାଉଛନ୍ତି। ପ୍ରତ୍ୟେକ କଠିନ ସମୟରେ ଉଭୟ ପରସ୍ପରକୁ ସମର୍ଥନ କରୁଥିବା ଦେଖାଯାଏ। ବର୍ତ୍ତମାନ ଏହି ପୋଷ୍ଟ ଦେଖିବା ପରେ ପ୍ରଶଂସକମାନେ ଟେନସନ ହୋଇଯାଇଛନ୍ତି। କିଛି ଲୋକ ଏହାକୁ ପ୍ରମୋସନାଲ ବୋଲି କହୁଛନ୍ତି।
ରାଜ କୁନ୍ଦ୍ରା ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସରେ ତାଙ୍କ ପୋଷ୍ଟ ସ୍କ୍ରିନସଟ ଶେୟାର କରିଛନ୍ତି। ଯେଉଁଥିରେ ରାଜ ଲେଖିଛନ୍ତି – ଆମେ ଅଲଗା ହୋଇଯାଇଛୁ। ଏହି କଠିନ ପରିସ୍ଥିତିରେ ଆମକୁ ସମୟ ଦେବାକୁ ଅନୁରୋଧ କରୁଛୁ। ଏହା ସହିତ ସେ ଫୋଲଡ ହାତ ଏବଂ ହୃଦୟ ଇମୋଜି ପୋଷ୍ଟ କରିଥିଲେ। ତବେ ଶିଳ୍ପା ସୋସିଆଲ ମିଡିଆରେ ଏପର୍ଯ୍ୟନ୍ତ ସେପରି କିଛି ଶେୟାର କରିନାହାଁନ୍ତି।
ରାଜ କୁନ୍ଦ୍ରାଙ୍କ ଫିଲ୍ମ ୟୁଟି୬୯ ଆର୍ଥର ରୋଡ ଜେଲରେ ବିତାଇଥିବା ଦିନର କାହାଣୀ ଦର୍ଶାଏ। ଜୁଲାଇ ୨୦୨୧ରେ ଅଶ୍ଳୀଳ ମାମଲାରେ ରାଜଙ୍କୁ ଗିରଫ କରାଯାଇଥିଲା। ସେ ଦୁଇ ମାସ ଜେଲରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?