ଝିଅକୁ ପୂଜା କଲେ ରାଜକୁନ୍ଦ୍ରା, ଲୋକେ କହିଲେ ୯ଶହ ମୂଷା ଖାଇ ବିଲେଇ ବାହାରିଛି ହଜ କରି

ମୁମ୍ବାଇ: ଏବେ ସାରା ଦେଶରେ ପାଳନ କରାଯାଉଛି ନବରାତ୍ର । ମଙ୍ଗଳବାର ହେଉଛି ଏହାର ଶେଷ ଦିନ । ଏଥର ୩ ଅକ୍ଟୋବରରେ ପଡିଥିଲା ଦୁର୍ଗାଷ୍ଟମୀ । ଏହିଦିନ କନ୍ୟା ପୂଜନର ବିଧି ରହିଛି । ଅନେକ ଲୋକ ଏହିଦିନ କନ୍ୟାମାନଙ୍କୁ ପୂଜା କରିଥାଆନ୍ତି । ଏହି ଅବସରରେ ବଲିଉଡ ନାୟିକା ଶିଳ୍ପା ସେଟ୍ଟିବି ତାଙ୍କ ଘରେ କନ୍ୟା ଭୋଜର ଆୟୋଜନ କରିଥିଲେ । ଏଥିରେ ସେ ତାଙ୍କ ଝିଅ ସମିଷାକୁ ପୂଜା କରିଥିଲେ । ଏହାର ଏକ ଭିଡିଓ ଶିଳ୍ପ ସୋସିଆଲ ମିଡିଆରେ ଅପଲୋଡ କରିବା ପରେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ କମେଣ୍ଟସ ଆସୁଛି ।
ଉକ୍ତ ଭିଡିଓରେ ଶିଳ୍ପାଙ୍କ ପତି ତଥା ବିଜନେସମ୍ୟାନ ରାଜକୁନ୍ଦ୍ରା ତାଙ୍କ ଝିଅ ସମିଷାର ଗୋଡ ଧୋଇଦେଇ ତାଙ୍କୁ ପୂଜା କରୁଥିବା ଦେଖାଯାଇଛି । ବ୍ରାହ୍ମଣଙ୍କ କହିବା ଅନୁଯାୟୀ, ରାଜ ଝିଅ ସମିଷାର ଗୋଡକୁ ପୋଛିଦେଉଛନ୍ତି, ଏହାପରେ ଲାଲ ଚନ୍ଦନର ଟିପା ଲଗାଇ ଦେଇ ତାଙ୍କୁ ଆଳତି ଦେଇ ପୂଜା କରୁଛନ୍ତି । ଏବେ ଏହି ଭିଡିଓକୁ ଦେଖି ଭିନ୍ନ ଭିନ୍ନ କମେଣ୍ଟ ଆସୁଥିବା ବେଳେ ଜଣେ ୟୁଜର୍ସ ଲେଖିଛନ୍ତି ୯୦୦ ମୂଷା ଖାଇ ବିଲେଇ ବାହାରିଛି ହଜ କରିବାକୁ । ଅନ୍ୟ ଜଣେ ଲେଖିଛନ୍ତି, ଖୁବ୍ ସୁନ୍ଦର ଏମିତିବି ବାହାରର ଝିଅଙ୍କୁ ସମ୍ମାନ ଦିଅନ୍ତୁ କୁନ୍ଦ୍ରା ଜି । ଆଉ ଜଣେ ଲେଖିଛନ୍ତି, ଆରେ ଫେସସିଲ୍ଡ କୁଆଡେ ଗଲା । ଆଜି ମୁହଁ ଦେଖାଦେଲା, ଆଜି ସବୁ ପାପା ଧୋଇଯିବ । ଏମିତି ଭାବେ ୟୁଜର୍ସ ରାଜଙ୍କୁ ଟ୍ରୋଲ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri