Posted inଜାତୀୟ

ନୁପୂରଙ୍କୁ ରାଜ୍‌ ଠାକ୍‌ରେଙ୍କ ସମର୍ଥନ

ମୁମ୍ବାଇ,୨୪।୮: ଏକ ନ୍ୟୁଜ୍‌ ଚ୍ୟାନେଲରେ ବିତର୍କ ବେଳେ ପ୍ରଫେଟ ମହମ୍ମଦଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ଭାଜପାରୁ ନିଲମ୍ବିତ ହୋଇଥିବା ମୁଖପାତ୍ର ନୁପୂର ଶର୍ମାଙ୍କୁ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକ୍‌ରେ ସମର୍ଥନ ଜଣାଇଛନ୍ତି। ନୁପୂର ତାଙ୍କ ମନରୁ କିଛି କହି ନାହାନ୍ତି, ଯାହା ବାସ୍ତବରେ ଘଟୁଛି, ତାହା ସେ କହିଛନ୍ତି। ମୁସଲମାନ ପ୍ରଚାରକ ତଥା ଇସ୍‌ଲାମିକ ରିସର୍ଚ୍ଚ ଫାଉଣ୍ଡେଶନର ପ୍ରତିଷ୍ଠାତା ଜାକିର ନାଏକ ଏକ ସାକ୍ଷାତ୍‌କାରରେ ସମାନ କଥା କହିଥିଲେ। ତାଙ୍କୁ କ୍ଷମା ମାଗିବାକୁ କେହି କହି ନ ଥିଲେ କିମ୍ବା ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ହୋଇ ନ ଥିଲା ବୋଲି ଠାକ୍‌ରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପଞ୍ଜାବ ସରକାରକୁ ଭାଙ୍ଗିବାକୁ ଚେଷ୍ଟା କରୁଛି କେନ୍ଦ୍ର’

ଡେରାଡୁନ,୧।୧୦: ଅମିତ୍‌ ଶାହାଙ୍କ ଭଳି ଭାଜପା ନେତାଙ୍କ ସହ ଅମରିନ୍ଦର ସିଂଙ୍କ ଘନିଷ୍ଠତା ତାଙ୍କ ଧର୍ମନିରପେକ୍ଷ ବିଶ୍ୱସନୀୟତା ପ୍ରତି ପ୍ରଶ୍ନଚିହ୍ନ ଲଗାଇଛି ବୋଲି ଶୁକ୍ରବାର ପଞ୍ଜାବ...

ସୁଧୁରୁନି ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୪।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁନାହିଁ। ଦିଲ୍ଲୀ ସ୍ଥିତ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ ଶୁକ୍ରବାର ହେଲଥ୍‌...

କାମାଥ ହୋଇପାରନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦ା୫: ଜଣାଶୁଣା ବ୍ୟାଙ୍କର୍‌ କୁନ୍ଦପୁର ବାମନ କାମାଥ ଭାରତର ପରବର୍ତ୍ତୀ ଅର୍ଥମନ୍ତ୍ରୀ ହେବେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ତଥ୍ୟାଭିଜ୍ଞ ମହଲରେ ଚାଲିଥିବା ଆଲୋଚନାକୁ ସତ...

ପ୍ରଥମେ ପ୍ରତିଶ୍ରୁତି ପରେ ଦୁର୍ନୀତି କରିଥାଏ କଂଗ୍ରେସ, କହିଲେ ପ୍ରଧାନମନ୍ତ୍ରୀ…

ଡେରାଡୁନ୍‌, ୧୨।୨ : କଂଗ୍ରେସ ପ୍ରଥମେ ବଡ଼ ବଡ଼ ପ୍ରତିଶ୍ରୁତି ଦେଇ ପରେ ଦୁର୍ନୀତି କରିଥାଏ। ଉତ୍ତର।ଖଣ୍ଡ ବିଧାନସଭା ପ୍ରଚାରରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ସୀମାରେ ଶାନ୍ତି ଚାହୁଁନି ଚାଇନା

ନୂଆଦିଲ୍ଲୀ, ୧୧ା୧୦: ଗତ ବର୍ଷ ମେ’ରୁ ଭାରତ-ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦର କୌଣସି ସମାଧାନ ବାହାରିପାରିନାହିଁ। ରବିବାର ଉଭୟ ଦେଶ ମଧ୍ୟରେ ତ୍ରୟୋଦଶ...

କରୋନା ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୯।୧ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିବାରେ ଲାଗିଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସ୍ଥିତି ସଙ୍କଟ ଜନକ...

ଜଣଙ୍କ ମୃତଦେହ ନେବା ପାଇଁ ଅଡି ବସିଲେ ୭ ସ୍ତ୍ରୀ

ହରିଦ୍ୱାର,୨।୧୦: ଧର୍ମନଗରୀ ହରିଦ୍ୱାରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତିଙ୍କ ମୃତଦେହ ନେବା ପାଇଁ ଅଡି ବସିଛନ୍ତି ତାଙ୍କ ୭ ସ୍ତ୍ରୀ। ଘଟଣାକୁ...

ପୋଲିସ ଗାଡିରେ ବସି ଫଟୋ ଉଠାଇବା ମହଙ୍ଗା ପଡ଼ିଲା: ବନ୍ଧା ହେଲେ ୩ ଯୁବକ

ମୁଜାଫାନଗର,୨।୮-ପୋଲିସ ଗାଡିରେ ବସି ଫଟୋ ଉଠାଇ ଭାଇରାଲ କରିବା ୩ ଯୁବକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ ଉତ୍ତରପ୍ରଦେଶ ପୋଲିସ ରବିବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ...

Advertisement
Archives

Model This Week