Posted inଜାତୀୟ

ରାଜା ମହାରାଜା ବି ବିକି ହୋଇଯାଉଛନ୍ତି: ଜ୍ୟୋତିରାଦିତ୍ୟଙ୍କୁ ଦିଗବିଜୟଙ୍କ କଟାକ୍ଷ…

ଭୋପାଳ,୯।୧୧ : ନଭେମ୍ବର ୧୭ ରେ ମଧ୍ୟପ୍ରଦେଶରେ ହେବାକୁ ଥିବା ଭୋଟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ନିର୍ବାଚନ ପ୍ରଚାରରେ ସମ୍ପୂର୍ଣ୍ଣ ବଳ ପ୍ରୟୋଗ କରିଛନ୍ତି। ନିର୍ବାଚନ ପ୍ରଚାରରେ ନେତାମାନେ ପରସ୍ପର ଉପରେ କାଦୁଅ ଫିଙ୍ଗା ଆରମ୍ଭ କରିଛନ୍ତି। ଏହି ସିରିଜରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଭାଜପାକୁ ଟାର୍ଗେଟ କରୁଥିବାବେଳେ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଟାର୍ଗେଟ କରିଛନ୍ତି। ସେ କଟାକ୍ଷ କରି କହିଛନ୍ତି ରାଜା ମହାରାଜା ବି ବିକି ହୋଇଯାଉଛନ୍ତି।

ସେ ବାବା ରାମଦେବଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ରାମଦେବ ଜଣେ ବେପାରୀ ବାବା, ସେ ଜଣେ ବଡ଼ ଠକ।
୨୦୧୮ ରେ କଂଗ୍ରେସ ସରକାରଙ୍କୁ କ୍ଷମତାଚ୍ୟୁତ କରିବା ପାଇଁ ଜ୍ୟୋତିରାଦିତ୍ୟ ବିଧାୟକଙ୍କ ଘୋଡା ବେପାର କରିଥିବା ଦିଗବିଜୟ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସିଏମ ଶିବରାଜ ସିଂ ଚୌହ୍ବାନଙ୍କୁ ସେ ସ୍ବପ୍ନର ସୌଦାଗର ବୋଲି ବର୍ଣ୍ଣନା କରି କହିଛନ୍ତି ଭାଜପା ସବୁ ଜିନିଷର ବେପାର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସିଗାରେଟ୍ ଦରରେ ବଡ଼ ବୃଦ୍ଧି: ପ୍ୟାକେଟ୍ ପିଛା ଏତିକି ଟଙ୍କା ଯାଏ ବଢ଼ିଲା ଦାମ୍

ନୂଆଦିଲ୍ଲୀ,୨।୨: ଫେବୃୟାରୀ ୧, ଆରମ୍ଭରୁ ଦେଶରେ ସିଗାରେଟ୍ ଏବଂ ତମାଖୁ ଜାତ ଦ୍ରବ୍ୟର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି। କେନ୍ଦ୍ର ସରକାର ତମାଖୁ ଉପରେ ଅତିରିକ୍ତ…

୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର,୨।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା।…

ପୂର୍ବତନ ସେନାମୁଖ୍ୟଙ୍କ ଅପ୍ରକାଶିତ ବହିକୁ ନେଇ ଲୋକସଭାରେ ଝଡ଼

ନୂଆଦିଲ୍ଲୀ,୨।୨: ପୂର୍ବତନ ସେନା ମୁଖ୍ୟ ଜେନେରାଲ୍ ଏମ.ଏମ. ନରଭାଣେଙ୍କ ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରେ ହଙ୍ଗାମା ଦେଖିବାକୁ ମିଳିଛି। ସୋମବାର ଲୋକସଭାରେ ଶାସକ…

ମଦ୍ୟପ ଯାତ୍ରୀଙ୍କ ଉନ୍ମତ୍ତ କାଣ୍ଡ, ବିମାନରେ ପୋଷାକ ଖୋଲି….

ନୂଆଦିଲ୍ଲୀ,୨।୨: ଜଣେ ଯାତ୍ରୀ ବିମାନରେ ହଙ୍ଗାମା କରୁଥିବାର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଘଟଣା…

ନିର୍ବାଚନ କମିଶନଙ୍କୁ ମମତାଙ୍କ ଚେତାବନୀ: ଦିଲ୍ଲୀରେ ହେବ SIR ଲଢେଇ

ନୂଆଦିଲ୍ଲୀ,୨।୨: ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ କଡା ଚେତାବନୀ ଦେଇଛନ୍ତି ମମତା ବାନାର୍ଜୀ। ସେ ଅଭିଯୋଗ କରିଛନ୍ତି ଯେ, ସ୍ପେଶାଲ ଇନଟେନସିଭ ରିଭିଜନ୍ (SIR)…

ଯଦି ପାକିସ୍ତାନ ଫାଇନାଲକୁ ଯାଏ, ତେବେ ଭାରତ ସହ ଖେଳିବ ନା ନାହିଁ: ହୋଇଗଲା ବଡ଼ ନିଷ୍ପତ୍ତି

ଇସଲାମାବାଦ୍‌,୨।୨: ପାକିସ୍ତାନ ୨୦୨୬ ଟି-୨୦ ବିଶ୍ୱକପରେ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସରକାର ଘୋଷଣା କରିଛନ୍ତି ଯେ, ତାଙ୍କ ଦଳ…

ଭାରତର ବଜେଟ୍‌ ଯୋଗୁ କେଉଁ ଦେଶକୁ ବଡ଼ କ୍ଷତି, କାହାକୁ ମିଳିଲା ଫାଇଦା, ଜାଣନ୍ତୁ …

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ କେନ୍ଦ୍ର ବଜେଟ ୨୦୨୬-୨୭ ଉପସ୍ଥାପନ କରିଥିଲେ। ଘରୋଇ ପ୍ରାଥମିକତା ଉପରେ ଧ୍ୟାନ କେନ୍ଦ୍ରିତ ରହିଥିଲେ ମଧ୍ୟ, ବଜେଟ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri