ରଜରେ ରଜବତୀ ବିବାହ ଅନୁଷ୍ଠିତ

କେନ୍ଦୁଝର,୧୬ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସମଗ୍ର ଜିଲାରେ ରଜ ପର୍ବ ଧୂମଧାମରେ ପାଳିତ ହେଉଥିବା ବେଳେ ଏହି ଦିନରେ ରଜବତୀ ବିଭାଘର ପ୍ରମୁଖ ଆକର୍ଷଣୀୟ ହୋଇଛି । ଜିଲାର ସଦର ବ୍ଲକ ଅନ୍ତର୍ଗତ ହର୍ଷପୁର ଗ୍ରାମରେ ରଜବତୀ ବିଭାଘର ନିଆରା । ରଜ ଦୋଳି ସାଙ୍ଗକୁୁ ରଜବତୀ ବିବାହର ନିଆରା ପରମ୍ପରା ୧୯୭୨ ମସିହାରୁ ଚାଲି ଆସୁଛି। ସ୍ଥାନୀୟ ଅଞ୍ଚଳବାସୀମାନେ ଏହାକୁ ଧୁମଧାମରେ ପାଳନ କରିଥାନ୍ତି। ଚଳିତ ବର୍ଷ ରଜବତୀଙ୍କ ପିତା ରଞ୍ଜନ ନାଏକ ଓ ବର ପିତା ମେଘୁଆ ନାଏକ ଏହି ବିଭାଘର ପରିଚାଳନା କରୁଥିବାବେଳେ ତୃତୀୟ ରଜ ଦିନ ଏହି ବିଭାଘର ସମ୍ପନ୍ନ ହୋଇଥାଏ । ଏଥିପାଇଁ ଗ୍ରାମ ମୁଣ୍ଡରେ ହୋଇଥାଏ ଆୟୋଜନ।
ରଙ୍ଗ ବେରଙ୍ଗ ଆଲୋକ ସଜା ସାଙ୍ଗକୁ ଆକର୍ଷଣୀୟ ତୋରଣ ଲଗାଯାଇଥାଏ । ବାହାଘର ସମ୍ପନ୍ନ ପାଇଁ ବେଦି ନିର୍ମାଣ ହୋଇଥାଏ । ବର ଦଳ ପାରମ୍ପାରିକ ବ୍ୟାଣ୍ଡ ବଜାଇ ଶୋଭାଯାତ୍ରାରେ ଆସିଥାନ୍ତି । ମଣ୍ଡପରେ ବିଭାଘର ସମ୍ପନ୍ନ ହୋଇଥାଏ । ଭୋଜିଭାତ ର ଆୟୋଜନ ହୋଇଥାଏ । ଗ୍ରାମର ସମସ୍ତେ ଭାଇଚାରାର ମନୋଭାବ ରଖି ଏହାକୁ ଧୁମଧାମରେ ପାଳନ କରିଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?