ଇଟାରେ ଛେଚି, ମାରି ପୋତିଦେଲେ…

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଅପରାଧୀକ କାର୍ଯ୍ୟକଳାପ ବଢିବାରେ ଲାଗିଛି । ଗୁରୁବାର ରାତିରେ ଜଣେ ଯୁବକଙ୍କୁ ଅତି ନିର୍ମମ ହତ୍ୟା କରାଯାଇଛିି। ଭୁୁବନେଶ୍ବର ମଞ୍ଚେଶ୍ୱର ଥାନା ମୁଣ୍ତାସାହି ପାଣି ଟାଙ୍କି ନିକଟରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ହେଲେ ହେଉଛନ୍ତି ମୁକେଶ ଚୌଧୁରୀ । ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ଇଟାରେ ଛେଚି ହତ୍ୟା କରିବା ପରେ ଇଟା ଭିତରେ ପୋତି ଦେଇଥିଲେ । ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ ପହଞ୍ଚି ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି କାଜୁଆଲ୍‌ଟିରେ ନାହିଁ ପ୍ଲାଷ୍ଟର

କଟକ ଅଫିସ, ୧୧।୬: ଯେତେ ବ୍ୟବସ୍ଥା କଲେ ମଧ୍ୟ ଏସ୍‌ସିବି ମେଡ଼ିକାଲ କାଜୁଆଲ୍‌ଟି ଅବସ୍ଥା ସୁଧୁରୁନାହିଁ। ମେଡିକାଲର ମୁଖଶାଳା କୁହାଯାଉଥିବା କାଜୁଆଲ୍‌ଟିକୁ ନେଇ ଆଉ ଏକ...

ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ: ଚଳିତ ବର୍ଷ ଦୁର୍ଘଟଣା ନେଇଛି ୮୮ ଜୀବନ

ଅନୁଗୋଳ ଅଫିସ, ୨୬।୭-ରାସ୍ତା ଦୁର୍ଘଟଣା ନିୟନ୍ତ୍ରଣ ଓ ଏଥିଜନିତ ମୃତ୍ୟୁ ସଂଖ୍ୟା କମାଇବା ଉପରେ ଗୁରୁବାର ଅନୁଷ୍ଠିତ ଜିଲା ସଡ଼କ ସୁରକ୍ଷା କମିଟି ବୈଠକରେ ଜିଲାପାଳ...

୯ରୁ୯ ନେଇଗଲା ବିଜେଡି

କେନ୍ଦ୍ରାପଡ଼ା ଅଫିସ,୨୭ା୨: ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଗଣନାରେ କେନ୍ଦ୍ରାପଡ଼ା ଜିଲାର ୯ଟି ଜିଲା ପରିଷଦ ଜୋନ୍‌ରେ ବିଜେଡି ବାଜିମାତ କରିଛି। ପ୍ରଥମ ପର୍ଯ୍ୟାୟର ସମସ୍ତ...

ଦୂତୀଙ୍କୁ ଅର୍ଜୁନ ପୁରସ୍କାର ପାଇଁ ମା’ଙ୍କ ନିବେଦନ

ରସୁଲପୁର, ୧୮।୫ (ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଝିଅ ଦୂତୀ ଚାନ୍ଦ ଏବେ ଜଣେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ...

ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକ ପ୍ରଦାନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ୭୩ତମ ସ୍ବାଧୀନତା ଦିବସ ଅବସରରେ...

ଆସୁଛି ଆଉ ୨ ଲଘୁଚାପ, ୧୦ଦିନ ବର୍ଷିବ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ବଙ୍ଗୋପସାଗରକୁ ଲଗାତାର ଆଉ ଦୁଇଟି ଲଘୁଚାପ ଆସୁଛି। ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ସେଣ୍ଟର ଫର୍‌...

ଅନ୍‌ଲାଇନରେ ବିବାହ, ଅନ୍ତ୍ୟେଷ୍ଟି ଅନୁମତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ଲୋକଙ୍କୁ ଯଥା ସମ୍ଭବ ଥାନାକୁ ନ ଆସିବା ପାଇଁ ପରାମର୍ଶ ଦିଆଯାଉଛି। ଏଥିପାଇଁ ଅଭିଯୋଗଠାରୁ...

କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର

କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ...

Advertisement
Archives

Model This Week