Posted inଫୁରସତ

ହାତୀଙ୍କ ପାଇଁ ଖୋଲାଗଲା ଜିମ୍‌, ଜାଣନ୍ତୁ କାହିଁକି

ହାତୀଙ୍କ ପାଇଁ ଜିମ୍‌ ବ୍ୟବସ୍ଥା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆପଣ ଭାବୁଥିବେ ବିଦେଶରେ ଏହି ବ୍ୟବସ୍ଥା ଉପଲବ୍ଧ ଥିବ। କିନ୍ତୁ ଏହା ଭୁଲ୍‌। ଭାରତରେ ହିଁ ହାତୀ ପାଇଁ ଜିମ୍‌ ବ୍ୟବସ୍ଥା କରାଯାଇଛି। ଉତ୍ତରାଖଣ୍ଡର ରାଜାଜି ଟାଇଗର୍‌ ରିଜର୍ଭରେ ହାତୀଙ୍କ ପାଇଁ ଜିମ୍‌ ରହିଛି। ଏବେ ଜିମ୍‌ରେ ୬ଟି ହାତୀ ଅଛନ୍ତି। ଏଠାରେ ହାତୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ ସହ ସେମାନଙ୍କ ଖାଦ୍ୟପେୟର ବ୍ୟବସ୍ଥା ମଧ୍ୟ କରାଯାଇଛି। କିନ୍ତୁ ଜଙ୍ଗଲ ଭଳି ପରିବେଶ ଏଠାରେ ନାହିଁ। ତଥାପି ହାତୀଙ୍କୁ୍‌ ସ୍ବାଭାବିକ କାର୍ଯ୍ୟ କରିବାକୁ ଦିଆଯାଉଛି। ଏହାଦ୍ୱାରା ସେମାନେ ମାନସିକ ଅବସ୍ଥା ଭଲ ରହିବା ସହ ସେମାନେ ସୁସ୍ଥ ରହିବେ। ରାଜାଜି ଟାଇଗର୍‌ ରିଜର୍ଭରେ ଏକ ବ୍ରିଗେଡିୟର ହାତୀ ଅଛି। ୨୦୧୭-୧୮ରେ ହରିଦ୍ୱାର ନିକଟରେ ଏହି ହାତୀଟି ଉତ୍ପାତ କରି ଦୁଇ ଜଣଙ୍କ ଜୀବନ ନେଇଥିଲା। ହାତୀକୁ ଟ୍ରାଙ୍କୁଲାଇଜ୍‌ କରାଯାଇ ଏଠାକୁ ଅଣାଯାଇଥିଲା। ଜିମ୍‌ରେ ରଙ୍ଗୋଲି ନାମକ ହାତୀ ସହ ତାର ଭଲ ବନ୍ଧୁତା ରହିଛି। ଏବେ ହାତୀଟି ଶାନ୍ତ ମଧ୍ୟ ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri