୧୬ ଖଣ୍ଡ ଭୋଟ୍‌ ପାଇ ଜିତିଲେ ରାଜଲକ୍ଷ୍ମୀ

କେସିଙ୍ଗା,୨୩।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉପାଧ୍ୟକ୍ଷ ନିର୍ବାଚନ ବୁଧବାର ଶେଷ ହୋଇଛି। ଏଥିରେ ଦେଓଗାଁ ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ରାଜଲକ୍ଷ୍ମୀ ପଟ୍ଟନାୟକ ଓ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ସୀତା ଚୌଧୁରୀଙ୍କ ମଧ୍ୟରେ ପ୍ରତିନ୍ଦ୍ୱନ୍ଦ୍ୱିତା ହୋଇଥିଲା। ରାଜଲକ୍ଷ୍ମୀ ୧୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବାବେଳେ ସୀତା ୧୦ ଖଣ୍ଡ ଭୋଟ ପାଇଥିବା କରଳାମୁଣ୍ଡା ବିଡିଓ ତଥା କେସିଙ୍ଗା ଇଲେକ୍ସନ ଅଫିସର ପ୍ରିୟ ଦର୍ଶନୀ ମିର୍ଦ୍ଦା ସୂଚନା ଦେଇଛନ୍ତି। ଏହି ନିର୍ବାଚନ କାର୍ଯ୍ୟକୁ ଶାନ୍ତିଶୃଙ୍ଖଳା ସହ କରିବାକୁ ହେଲେ କେସିଙ୍ଗା ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri