‘ମହାଭାରତ’ର କାହାଣୀକୁ ବଡ ପରଦାରେ ଆଣିବେ ରାଜାମୌଲି!

ଲୋକପ୍ରିୟ ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲିଙ୍କ ଫିଲ୍ମ ବାହୁବଳୀ, ଆର୍‌ଆର୍‌ଆର୍‌ ବକ୍ସ ଅଫିସରେ ରେକର୍ଡ କରିଛି। ଏହା ପରେ ନିର୍ଦ୍ଦେଶକ ଆଗକୁ ‘ମହାଭାରତ’ କାହାଣୀ ଉପରେ ଫିଲ୍ମ କରିବାକୁ ନଜର ରଖିଛନ୍ତି। ଯାହାର କାହାଣୀ ଟିଭିରେ ଦେଖାଯାଇଛି କିନ୍ତୁ ଏ ପର୍ଯ୍ୟନ୍ତ ତାହାକୁ କେହି ବଡ଼ ପରଦାରେ ଦେଖାଇବାକୁ ଚେଷ୍ଟା କରିନାହାନ୍ତି। ହେଲେ ବର୍ତ୍ତମାନ ରାଜାମୌଲି ଏହି ବଡ଼ ବଜେଟ ପ୍ରୋଜେକ୍ଟକୁ ପରଦାରେ ଆଣିବାକୁ ଚାହିଁଛନ୍ତି ବୋଲି ଖୋଲାଖୋଲି ଭାବେ କହିଛନ୍ତି।
ମହାଭାରତ ତାଙ୍କର ବହୁ ପ୍ରତୀକ୍ଷିତ ଡ୍ରିମ୍‌ ପ୍ରୋଜେକ୍ଟ। ଏହାକୁ ଆରମ୍ଭ କରିବା ପାଇଁ ତାଙ୍କୁ ବହୁତ ସମୟ ଲାଗିବ ବୋଲି କରିଛନ୍ତି।
କହିବାକୁ ଗଲେ, ମହାଭାରତର କାହାଣୀକୁ ବଡ ପରଦାରେ ଆଣିବା ପାଇଁ କୋଟି କୋଟି ଟଙ୍କା ଲାଗିବ ଏବଂ ଏହା ସବୁଠାରୁ ମହଙ୍ଗା ଫିଲ୍ମ ହେବ । ବର୍ତ୍ତମାନ ପ୍ରଶଂସକମାନେ ଏହାକୁ ଶୁଣି ଖୁବ୍‌ ଉତ୍ସାହିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri