Posted inଜାତୀୟ

‘ସଚିନଙ୍କ ପାଇଁ ଭାଜପା ଦ୍ୱାରା ଖୋଲା’

ଜୟପୁର,୨୬।୯: ରାଜସ୍ଥାନରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ୟୁନିଟ ସଭାପତି ସତୀଶ ପୁନିଆ କଂଗ୍ରେସର କନ୍ଦଳକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ପୁନିଆ କହିଛନ୍ତି , ସଚିନ ପାଇଲଟଙ୍କ ପାଇଁ ଭାଜପାର ଦ୍ୱାର ବନ୍ଦ ନୁହେଁ। ଯଦି ଏପରି କିଛି ପରିସ୍ଥିତି ଉପୁଜେ ତେବେ ଦଳର ହାଇକମାଣ୍ଡ ଏହା ଉପରେ ନିଷ୍ପତ୍ତି ନେବେ।
ଏହାପୂର୍ବରୁ ପୁନିଆ ଟୁଇଟ କରି କଂଗ୍ରେସକୁ ଟାର୍ଗେଟ କରିଥିଲେ। ସେ କହିଥଲେ- ଫଳାଫଳ ଆସିବା ଆରମ୍ଭ ହୋଇଛି,ଜୟ ଭାଜପା, ୨୦୨୩।
ସୂଚନାଯୋଗ୍ୟ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବା ପୂର୍ବରୁ ମଧ୍ୟ ରାଜସ୍ଥାନ ରାଜନୀତି ସରଗରମ ହୋଇପଡିଛି। ତାଙ୍କ ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଚର୍ଚ୍ଚା ଜୋର ଧରିଛି। ରବିବାର ସାରେ ଡକାଯାଇଥିବା ବିଧାନସଭା ପାର୍ଟି ବୈଠକ ମଧ୍ୟ ହୋଇ ନ ଥିଲା ଏବଂ ଦଳର ବିଧାୟକମାନେ ସେମାନଙ୍କ ଇସ୍ତଫା ଘୋଷଣା କରିଥିଲେ। ବିଧାୟକମାନେ ଏଆଇସିସିର ପର୍ଯ୍ୟବେକ୍ଷକଙ୍କୁ ଭେଟି ନ ଥିଲେ। ଏଆଇସିସିର ସାଧାରଣ ସମ୍ପାଦକ ଅଜୟ ମାକେନଙ୍କ ଅନୁଯାୟୀ, ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ଉଚିତ ନୁହେଁ ଏବଂ ୧୯ ଅକ୍ଟୋବର ପରେ ମୁଖ୍ୟମନ୍ତ୍ରୀ ପଦ ଉପରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ବିଧାୟକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?