Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସକୁ ୧୫୪ରେ ରୋକିଲା ରାଜସ୍ଥାନ

ଅବୁଧାବି,୨୫।୯: ଅବୁଧାବିରେ ଶନିବାର ଅନୁଷ୍ଠିତ ପ୍ରଥମ ମୁକାବିଲାରେ ରାଜସ୍ଥାନ ରୟାଲ ଅଧିନାୟ ସଞ୍ଜୁ ସାମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୬ ଉଇକେଟ ହରାଇ ୧୫୪ କରିଛି। ରାଜସ୍ଥାନ ରୟାଲର ମୁସ୍ତାଫିଜୁର ରହମାନ୍‌ ୨ ଉଇକେଟ ନେଇଥିବା ବେଳେ ଚେତନ ସାକାରିଆ ମଧ୍ୟ ୨ ଉଇକେଟ ନେଇଥିଲେ। କାର୍ତ୍ତିକ ତ୍ୟାଗି ଗୋଟିଏ ଏବଂ ରାହୁଲ ତେୱାଟିଆ ଗୋଟିଏ ଉଇକେଟ ନେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri