Posted inଜାତୀୟ

ସିଡବ୍ଲୁସି ବୈଠକରେ ଯୋଗଦେବେ ଗେହଲଟ: ଦୀପାବଳି ମଧ୍ୟରେ ହୋଇପାରେ ଅଦଳବଦଳ

ନୂଆଦିଲ୍ଲୀ,୧୪ ।୧୦: ପଞ୍ଜାବ କଂଗ୍ରେସରେ ଉତ୍‌ଥାନ ପତନ ପରେ ଏବେ ରାଜସ୍ଥାନ ସରକାରଙ୍କୁ ନେଇ ଚାଲିଛି ଆଲୋଚନା । ଅକ୍ଟୋବର ୧୬ରେ କଂଗ୍ରେସ କାର୍ଯ୍ୟକାରିଣୀ(ସିଡବ୍ଲୁସି) ବୈଠକ ଥିବା ବେଳେ ସେଥିରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଯୋଗ ଦେବେ ବୋଲି ଜଣାପଡିଛି । ଗେହଲଟଙ୍କ ଦିଲ୍ଲୀ ଗସ୍ତକୁ ନେଇ ଏବେ ଆଲୋଚନା ଯୋର ଧରିଛି । କାରଣ ଗେହଲଟ ସିଡବ୍ଲୁସିର ସଦସ୍ୟ ନୁହେଁ । ମୁଖ୍ୟମନ୍ତ୍ରୀ ଭାବେ ସେ ଏହି ବୈଠକରେ ଯୋଗଦେଉଛନ୍ତି । ତେଣୁ ଅନୁମାନ କରାଯାଉଛି କି ସିଡବ୍ଲୁସି ସଦସ୍ୟଙ୍କ ଉପସ୍ଥିତିରେ ହୁଏତ ରାଜସ୍ଥାନ କଂଗ୍ରେସରେ ପରିବର୍ତ୍ତନ କରାଯାଇପାରେ । ଆହୁରି ମଧ୍ୟ ଅନୁମାନ କରାଯାଉଛି ରାଜସ୍ଥାନ ମନ୍ତ୍ରିମଣ୍ଡଳ ସଂପ୍ରସାରଣକୁ ନେଇ ଚାଲିଥିବା ଟଣା ଓଟରାକୁ ନେଇ ବି ଆଲୋଚନା ହୋଇପାରେ । ଯାହାବି ହେଉ ଏବେ ରାଜସ୍ଥାନ ରାଜନୀତିକୁ ନେଇ ରାଜନୀତିରେ ଉଷ୍ମତା ଦେଖାଦେଇଥିବା ବେଳେ ଦୀପାବଳି ଭିତରେ କିଛିବି ଘଟିପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri